ରାଉରକେଲା: ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି ଅଭୟ, ତଦନ୍ତ ପାଇଁ ସୁନ୍ଦରଗଡ଼ ଗସ୍ତ କରିଛି କ୍ରାଇମବ୍ରାଞ୍ଚ ଟିମ୍, ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନା IIC ନିଲମ୍ବିତ ହୋଇଛନ୍ତି

You might also like