ରାଜ୍ୟରେ ଆଉ ୨ କରୋନା ପଜିଟିଭ୍ ଚିହ୍ନଟ: ୨ ନୂଆ କରୋନା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ସୂଚନା; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୯କୁ ବୃଦ୍ଧି, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

You might also like