ରାଜ୍ୟର ସବୁ ଶ୍ରେଣୀ ଶ୍ରମିକଙ୍କ ଦୈନିକ ମଜୁରୀ ୫ ଟଙ୍କା ୪୦ ବଢିଲା: ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୦୩ ଟଙ୍କା ୪୦ ପଇସା, ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୪୩ ଟଙ୍କ ୪୦ ପଇସା, କୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୯୩ ଟଙ୍କା ୪୦ ପଇସା, ଅତିକୁଶଳୀ ଶ୍ରମିକଙ୍କ ମଜୁରୀ ବଢି ହେଲା ୪୫୩ ଟଙ୍କା ୪୦ ପଇସା

You might also like