ରାଜ୍ୟ ବାହାରେ ଥିବା ଓଡ଼ିଆଙ୍କୁ ସହାୟତା ଲାଗି ରାଜ୍ୟ ବାହାରର ଓଡ଼ିଆ ସଂଗଠନକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ଏକ ଭିଡିଓ ଜାରି କରି କହିଲେ- ଫସି ରହିଥିବା ଓଡ଼ିଆଙ୍କୁ ଖାଦ୍ୟ, ଔଷଧ ଯୋଗାଇ ଦିଅନ୍ତୁ, ସେ ବାବଦ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଭରଣା କରାଯିବ

You might also like