ଲକଡାଉନ ସମୟରେ ହ୍ୱାଟ୍ସଆପ୍‌ରେ ପାଠ ପଢ଼ିବେ ଛାତ୍ରଛାତ୍ରୀ, ଖୋର୍ଦ୍ଧା ଜିଲ୍ଲାର ୧୦ଟି ବ୍ଲକ ଓ BMC ଅଞ୍ଚଳର ସବୁ ସ୍କୁଲରେ ଆରମ୍ଭ ହେଲା ଶିକ୍ଷା ସଂଯୋଗ ଯୋଜନା: ସବୁ ବିଇଓ ଓ ପ୍ରଧାନ ଶିକ୍ଷକଙ୍କୁ ଚିଠି ଲେଖିଲେ ଜିଲ୍ଲା ଶିକ୍ଷା ଅଧିକାରୀ, ସବୁ ଶ୍ରେଣୀ ଲାଗି ହ୍ୱାଟ୍ସଆପ୍‌ ଗ୍ରୁପ୍ ଗଠନ କରିବାକୁ ନିର୍ଦ୍ଦେଶ 

You might also like