ଲକ୍‌ଡାଉନ୍ କଟକଣାରୁ ବାଦ୍ ପଡ଼ିଲା ମତ୍ସ୍ୟ ଚାଷ, ମାଛ ଧରିବାକୁ ଯାଇପାରିବେ ମତ୍ସ୍ୟଜୀବୀ, ଧରିଥିବା ମାଛକୁ ବଜାରରେ ବିକ୍ରି ବି କରିପାରିବେ, ମତ୍ସ୍ୟ ଶିଳ୍ପ ସହ ସଂପୃକ୍ତ କର୍ମଚାରୀଙ୍କ କାର୍ଯ୍ୟ ସ୍ୱାଭାବିକ ରହିବ, ଏନେଇ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ସଂଶୋଧିତ ଗାଇଡ୍ ଲାଇନ୍ ଜାରି

You might also like