ଲଘୁଚାପ ଯୋଗୁ ବର୍ଷା ସମ୍ଭାବନା; ସକାଳ ୮ଟା ୩୦ ସୁଦ୍ଧା ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ସେଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ବରଗଡ଼, ଢେଙ୍କାନାଳ, ନୟାଗଡ଼, ବଲାଙ୍ଗିର, ବଜ୍ରପାତ ସହ ବର୍ଷା ହୋଇପାରେ

You might also like