ଲସି ପିଇ ୧୦୦ରୁ ଊର୍ଦ୍ଧ୍ୱ ଗୁରୁତର। କାଲଦା ପଞ୍ଚାୟତର ବିଭିନ୍ନ ଗାଁରୁ ୬୦ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗତକାଲି କୁର୍ତ୍ତି ହାଟରୁ ଲସି ପିଇବା ପରେ ରାତିରେ ଅସୁସ୍ଥ ହୋଇଥିଲେ।

You might also like