ଲୋକଙ୍କୁ ଭୟଭୀତ ନକରି ଆମେ ସଚେତନ କରିବା ଦରକାର। ଯେଉଁଠି ଜରୁରୀ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରାଯାଉ। କଣ୍ଟେନମେଣ୍ଟ ଓ ସର୍ଭେଲାନ୍ସ ପାଇଁ ଆବଶ୍ୟକ ଥିଲେ, କରାଯାଉ ବୋଲି କହିଲେ ପ୍ରଧାନମନ୍ତ୍ରୀ

You might also like