ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: କହିଲେ- ଚାବି ହଜିବା ନେଇ ରାଜ୍ୟପାଳ ଉଦବେଗ ପ୍ରକାଶ କରିଛନ୍ତି, ଏତେ ସବୁ ପରେ ବି ମୁଖ୍ୟମନ୍ତ୍ରୀ ପାଟି ଖୋଲୁ ନାହାନ୍ତି, ମୁଖ୍ୟମନ୍ତ୍ରୀଙ୍କ ପାଖରେ ସବୁ ତଥ୍ୟ ଅଛି, ସେ ସବୁ କଥା ଜାଣନ୍ତି

You might also like