ସକାଳ ୭ଟାରୁ ଦିନ ୧ଟା ଯାଏ ଚାଲିଥିବା ସ୍କୁଲ ସମୟ ବଦଳିପାରେ, ଖରା ପାଇଁ ସମସ୍ୟା ହେଉଥିବାରୁ ଆଗାମୀ ଦିନରେ ସମୟ ପରିବର୍ତ୍ତନ ନେଇ ତର୍ଜମା ଚାଲିଛି ବୋଲି କହିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ Edited By OTV Khabar Bureau | By Rajalaxmi Sahoo On Mar 1, 2021 Share Share