ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି, ପ୍ରଭାବରେ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ, ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

You might also like