ସେପ୍ଟେମ୍ବର ୯ ତାରିଖରୁ ପୁଣି ସୁରତକୁ ଆରମ୍ଭ ହେବ ବିମାନ ସେବା। ସୁରତରୁ ଅପରାହ୍ନ ସାଢ଼େ ୩ଟାରେ ବାହାରି ୫ଟା ୨୦ରେ ଭୁବନେଶ୍ୱର ପହଞ୍ଚିବ, ଭୁବନେଶ୍ୱରରୁ ୪ଟା ୨୦ରୁ ବାହାରି ରାତି ୮ଟା ୧୦ରେ ସୁରତରେ ପହଞ୍ଚିବ

You might also like