ସ୍ୱାସ୍ଥ୍ୟକର୍ମୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ସଂପର୍କରେ କାଲି ଦିନ ୧୧ଟାରେ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ୱାସ୍ଥ୍ୟ କର୍ମଶାଳାରେ ସମସ୍ତ CDMO ଓ ମେଡିକାଲ ଷ୍ଟାଫ ଉପସ୍ଥିତ ରହିବେ

You might also like