୧୦ ତାରିଖ ସୁଦ୍ଧା ଭୁବନେଶ୍ୱରରେ ୮୦% ବିଦ୍ୟୁତ ସେବା ମିଳିବ; ୧୨ ତାରିଖ ସୁଦ୍ଧା ଭୁବନେଶ୍ୱରରେ ୧୦୦% ବିଦ୍ୟୁତ ସେବା ମିଳିବ, ପୁରୀରେ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ୧୨ରେ ଆରମ୍ଭ କରାଯିବ: ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ ସଞ୍ଜୟ ସିଂ

You might also like