୧୫ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା : ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା,କଳାହାଣ୍ଡି, ମାଲକାନଗିରି, ବରଗଡ଼, ଅନୁଗୁଳ, ଢ଼େଙ୍କାନାଳ,ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ବୌଦ୍ଧ, ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ସହ ଝଡ଼ ତୋଫାନ ହେବା ନେଇ ସତର୍କ ସୂଚନା

You might also like