୨୦ ତାରିଖରୁ ଅଫିସ କାର୍ଯ୍ୟ ପରିଚାଳନା ଲାଗି ରାଜସ୍ୱ ଓ ପ୍ରାକୃତିକ ବିପର୍ଯ୍ୟୟ ବିଭାଗର ନିର୍ଦ୍ଦେଶନାମା ଜାରି: କାଲିଠୁ ଅଫିସ୍ ଆସିବେ ସମସ୍ତ ଗ୍ରୁପ A ଅଧିକାରୀ, ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଳାହାଣ୍ଡି, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ୩୩% କର୍ମଚାରୀ ରୋଷ୍ଟର ଭିତ୍ତିରେ କାମ କରିବେ

You might also like