ଭୁବନେଶ୍ୱର: ତମାଣ୍ଡୋ ଆଖପାଖ ଅଞ୍ଚଳରେ ଫ୍ଲାଟ୍ ଦେବା ନାଁରେ ସାଢେ ୪ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ଗୋଲଡେନ୍ ଭିୟୁ ଇନଫ୍ରାଷ୍ଟକ୍ଚର ଲିମିଟେଡ୍ ସଂସ୍ଥାର ମୁଖ୍ୟ ପ୍ରେମାନନ୍ଦ ମହାପାତ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା

You might also like