ସହିଦଙ୍କ ସଂପର୍କୀୟଙ୍କୁ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ତଣ୍ଟିଆ ମାରିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି- ଏନେଇ ପାକିସ୍ତାନ ଗଣମାଧ୍ୟମରେ ମଧ୍ୟ ଖବର ପ୍ରସାରିତ ହୋଇଛି, ଏହା ଅତ୍ୟନ୍ତ ନିନ୍ଦନୀୟ ଓ ମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ

You might also like