ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱାସ୍ଥ୍ୟ ବିଭାଗର ‘ଖୁସି’ ଯୋଜନାକୁ ମଞ୍ଜୁରୀ, ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ଝିଅଙ୍କୁ ଖୁସି ଯୋଜନାରେ ମାଗଣାରେ ମିଳିବ ସାନିଟାରି ନାପକିନ, ୫ ବର୍ଷରେ ଖର୍ଚ୍ଚ ହେବ ୪୬୬ କୋଟି ଟଙ୍କା, ରାଜ୍ୟର ୧୭ ଲକ୍ଷ ୨୫ ହଜାର ଛାତ୍ରୀ ଉପକୃତ ହେବେ 

You might also like