ଭୁବନେଶ୍ୱର: ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ନେଇ ଦିନ ୧୧ଟା ମଧ୍ୟରେ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ

You might also like