NIT ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତିଙ୍କ ଅଭିଭାଷଣ- ଓଡ଼ିଶା ଉଭୟ ସାଂସ୍କୃତିକ ଓ ଐତିହାସିକ କ୍ଷେତ୍ରରେ ବେଶ୍ ସମୃଦ୍ଧ। କୋଣାର୍କ ସୂର୍ଯ୍ୟ ମନ୍ଦିର କଳା ଓ ବିଜ୍ଞାନର ଉତ୍କୃଷ୍ଟ ନିଦର୍ଶନ। ଦେଶ ସ୍ୱାଧୀନରେ ଓଡ଼ିଶାର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

You might also like