କଟକରୁ ୧୧୦୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୮୬୭, ସୁନ୍ଦରଗଡ଼ରୁ ୭୦୩, ମୟୂରଭଞ୍ଜରୁ ୫୩୮, ବାଲେଶ୍ୱରରୁ ୫୨୪, ପୁରୀରୁ ୪୨୪ ବରଗଡ଼ରୁ ୩୯୫, ସମ୍ବଲପୁରରୁ ୩୯୩, ନୟାଗଡ଼ରୁ ୩୮୨, ଯାଜପୁରରୁ ୩୭୮, ଜଗତସିଂହପୁରରୁ ୩୨୫, ବୌଦ୍ଧରୁ ୩୧୩, ବଲାଙ୍ଗିରରୁ ୨୯୪, କୋରାପୁଟରୁ ୨୬୬ ଜଣ ଚିହ୍ନଟ ହୋଇଛନ୍ତି

You might also like