Browsing Category
first1000days
ଆଖି ତଳେ କଳା ଦାଗ ରହିଛି କି? ଘରୋଇ ଉପାୟରେ ଦାଗ ଦୂର କରନ୍ତୁ
ଆଖି ତଳେ କଳା ଦାଗ ପଡିଥିଲେ , ଏହା ମୁହଁର ସୌନ୍ଦର୍ଯ୍ୟକୁ ନଷ୍ଟ କରିଦିଏ। ଆଖି ଖାଲୁଆ ଥିବା ଭଳି ମନେହୁଏ।ଆଜିକାଲି ଏହି ସମସ୍ୟା ଅନେକଙ୍କର ଥିବାର ଦେଖିବାକୁ…
୩୦ ବର୍ଷ ପରେ ମହିଳାଙ୍କ ସ୍ୱାସ୍ଥ୍ୟ ପ୍ରତି ମାଡ଼ିଆସେ ବିପଦ
୩୦ ବର୍ଷ ମହିଳାମାନଙ୍କ ସୁସ୍ଥ ଜୀବନ ପାଇଁ ଏକ ଲକ୍ଷ୍ମଣ ରେଖା। ଏହି ଗାର ଡେଇଁଲେ ଅର୍ଥାତ୍ ୩୦ ବର୍ଷ ଡେଇଁଲେ ମାଡ଼ି ଆସେ ସ୍ୱାସ୍ଥ୍ୟ ପ୍ରତି ବିପଦ।…
କେମିତି ନେବେ ନବଜାତକର ଯତ୍ନ
ଆଜିର ଶିଶୁ ଆସନ୍ତାକାଲିର ନାଗରିକ। ଶିଶୁ ସୁରକ୍ଷିତ ହେଲେ ଏ ଦେଶ ତଥା ଦୁନିଆ ସୁରକ୍ଷିତ ରହେ। ଯେମିତି ଚାରାଟିଏ ପୋତିଲେ, ତାକୁ ରୋପଣ କରିବା ବେଳୁ ତାର…
ଶିଶୁଙ୍କ ମାଲିସ୍ ପାଇଁ ସବୁଠାରୁ ଭଲ ଏହି ତେଲ
ଭୁବନେଶ୍ୱର:ଆମେ ଦେଖିଛେ, ନବଜାତ ଶିଶୁଙ୍କ ଶରୀରରେ ତେଲମାଲିସ କରାଯାଏ। ଘରର ବୟସ୍କ ମହିଳାମାନେ ଶିଶୁଙ୍କ ତେଲ ମାଲିସକୁ ବେଶ ଗୁରୁତ୍ୱ ଦେଇଥାନ୍ତି। ତେଲ…
ସ୍ତନ କର୍କଟ କାହିଁକି ହୁଏ ? ଜାଣନ୍ତୁ ଏହାର କାରଣ ଓ ଲକ୍ଷଣ
ଆଧୁନିକ ଯୁଗରେ ସ୍ତ୍ରୀଲୋକମାନଙ୍କ ପାଇଁ ସ୍ତନ କର୍କଟ ଏକ ସାଧାରଣ ରୋଗ । ତେବେ ଏଥିପାଇଁ ଭୟ କରିବାର କିଛି ନାହିଁ। କାରଣ ପ୍ରାଥମିକ ସ୍ତରରେ ଏହା…
ଗର୍ଭଧାରଣ ହେଉ ନ ଥିବାରୁ ଚିନ୍ତିତ କି ? ଜାଣନ୍ତୁ ୫ଟି କାରଣ
ଭୁବନେଶ୍ୱର: ମାତୃତ୍ୱ ଲାଭ ନାରୀ ଜୀବନର ଏକ ମହାର୍ଘ ଅନୁଭବ। ହେଲେ ଅନେକ ସମୟରେ ଆମେ ଏହାର ବ୍ୟତିକ୍ରମ ଦେଖୁଛେ। ନିର୍ଦ୍ଧାରିତ ସମୟରେ ମହିଳାମାନେ ମାତୃତ୍ୱ…
ଶିଶୁଙ୍କୁ ମହୁ ଖାଇବାକୁ ଦେଉଛନ୍ତି କି ? ତା’ହେଲେ ସାବଧାନ ହୋଇଯାଆନ୍ତୁ…
ଅନେକ ଲୋକ ଥଣ୍ଡା ଛାଡ଼ିବା ପାଇଁ ସେମାନଙ୍କ ଶିଶୁଙ୍କୁ ତୁଳସୀ ପତ୍ର ରସ ସହିତ ମହୁ ମିଶାଇ ପିଇବାକୁ ଦେଇଥା’ନ୍ତି। ଏହା ଦ୍ୱାରା ଥଣ୍ଡାରୁ ଶିଶୁଙ୍କୁ ଉପଶମ…
ସୁନ୍ଦର ତ୍ୱଚା ଚାହୁଁଛନ୍ତି କି ? ଆପଣାନ୍ତୁ ଏହି ଘରୋଇ ଉପାୟ
ଲବଙ୍ଗ ତେଲରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ସ୍ୱାସ୍ଥ୍ୟ ଜନିତ ଅନ୍ୟ ସମସ୍ୟା ସହିତ ସୁନ୍ଦର ତ୍ୱଚା ପାଇଁ ବି ଏହାକୁ ବ୍ୟବହାର କରାଯାଏ। ଏଥିରେ…
ଗର୍ଭବତୀ ମହିଳାଙ୍କ ପାଇଁ ଲାଭଦାୟୀ ଏହି ଆସନ
ତାଡ଼ାସନ ହେଉଛି ଯୋଗର ଏକ ମୌଳିକ ଆସନ । ଏହି ଆସନଟି ଗର୍ଭବତୀ ମହିଳାଙ୍କ ପାଇଁ ବେଶ୍ ଲାଭଦାୟକ । ଏହା ମହିଳାଙ୍କ ଶରୀରରେ ସନ୍ତୁଳନ ରକ୍ଷା କରିଥାଏ । ଏହା…