ଚାନ୍ଦିପୁର ଗୋଳାବାରୁଦ ପରୀକ୍ଷା କେନ୍ଦ୍ରରେ ୨ କର୍ମଚାରୀଙ୍କୁ କରୋନା

ବାଲେଶ୍ୱର: ଚାନ୍ଦିପୁର ଗୋଳାବାରୁଦ ପରୀକ୍ଷା କେନ୍ଦ୍ରରେ ପଶିଲା ମହାମାରୀ କରୋନା ଭାଇରସ୍। ଏହି କେନ୍ଦ୍ରର ଦୁଇ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ କୋଲକାତାରେ ସ୍ୱତନ୍ତ୍ର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତ ଚିହ୍ନଟ ପରେ ସଂସ୍ଥାରେ ଆଜି ଦିନକ ପାଇଁ ୱାର୍କ ଫ୍ରମ୍‌ ହୋମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆଜି ମଧ୍ୟହ୍ନରେ ଆଉ ୧୩୮ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ରାଜ୍ୟରେ ଆଉ ୧୩୮ଟି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୫ ଜଣ କ୍ୱାରେଣ୍ଟିନ ସେଣ୍ଟରରେ ଥିଲେ। ୧୩ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସେହିଭଳି ଆଜି ରାଜ୍ୟରେ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଯାଜପୁରରୁ ସର୍ବାଧିକ ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like