କରୋନା ନେଲାଣି ୩୩ ପୋଲିସ କର୍ମଚାରୀଙ୍କ ମୁଣ୍ଡ

ମୁମ୍ୱାଇ: ମହାରାଷ୍ଟ୍ରରେ କରୋନା ଭାଇରସରେ ଆକ୍ରାନ୍ତ ହୋଇ ଜଣେ ପୋଲିସ ଅଧିକାରୀଙ୍କ ସମେତ ଅତି କମ୍‌ରେ ୩୩ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏନେଇ ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ରାଜ୍ୟରେ ୨୫୬୨ ପୋଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଅଧିକାରୀ କହିଛନ୍ତି, ମୃତ ୩୩ ପୋଲିସ କର୍ମଚାରଙ୍କ ମଧ୍ୟରୁ ୧୮ ଜଣ ମୁମ୍ୱାଇ ପୋଲିସ କର୍ମଚାରୀ। ରାଜ୍ୟ ପୋଲିସ ଫୋର୍ସର ୧୪୯୭ କର୍ମଚାରୀଙ୍କ  ମଧ୍ୟରୁ ୧୯୬ ଜଣ ହେଉଛନ୍ତି ପୋଲିସ ଅଧିକାରୀ। ସମସ୍ତେ ଏବେ କୋଭିଡ-୧୯ ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ ଅନୁଯାୟୀ, ଦେଶରେ ଅଢ଼େଇ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ସେଥିମଧ୍ୟରୁ ୧ଲକ୍ଷ ୨୫ହଜାର ୩୮୧ ଟି ଆକ୍ଟିଭ କେସ୍‌ ରହିଛି। କରୋନାରେ ମୃତ୍ୟୁ ସଂଖ୍ୟା ୭୧୩୫। ତେବ ଏତିକି ଖୁସି ଖବର ଯେ,  ୧ଲକ୍ଷ ୨୪ ହଜାର ୯୫ ଜଣ ସୁସ୍ଥ ହୋଇ ଘରୁକୁ ଫେରିଛନ୍ତି।

 

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

You might also like