୨୪ ଘଣ୍ଟାରେ ଆଖି ବୁଜିଲେ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୫୯୨  ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

ସୁନ୍ଦରଗଡ଼ ଜିଲ୍ଲାର ମୃତ୍ୟୁ ସଂଖ୍ୟା ଆଜି ବି ଆଗରେ ରହିଛି। ଆଜି ଏଠାରେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ପଛରେ ଅଛି ସମ୍ବଲପୁର। ଏଠାରେ ଆଜି ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ଭୁବନେଶ୍ୱରରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ, ଗଜପତି, ଭଦ୍ରକ, କେନ୍ଦ୍ରାପଡା,ଗଞ୍ଜାମ, ନୟାଗଡ, ରାୟଗଡ଼ାରେ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।

ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like