୨୪ ଘଣ୍ଟାରେ ଚିହ୍ନଟ ହେଲେ ୩, ୦୬୭ କରୋନା ରୋଗୀ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩ ହଜାରରୁ ଅଧିକ  ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩, ୦୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୨୫୮ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୫୫୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ଟିଭ କେସ୍‌ ୩୭, ୨୧୦ ରହିଛି।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like