• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

NGT
୪୦୦ ଏକର ଶାଳ ଗଛ କାଟି ପିଜୁଳି ଗଛ ଲଗାଇଛନ୍ତି ସରକାର !

ଜାତୀୟ ଗ୍ରୀନ ଟ୍ରିବୁନାଲ୍‌ରେ ଅଭିଯୋଗ ପରେ ଏନଜିଟି ଏକ କୋଟି ଟଙ୍କାର ଜରିମାନା ଲଗାଇଛନ୍ତି । ଜରିମାନା ଅର୍ଥ ଦୁଇ ସପ୍ତାହ ମଧ୍ୟରେ କଟକ ଡିଏଫଓଙ୍କ ପାଖରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Corbevax
୨୫୦ ଟଙ୍କାକୁ ଖସିଲା କୋର୍ବେଭାକ୍ସ ଟିକା

୧୨ରୁ ୧୭ ବର୍ଷ କିଶୋରଙ୍କୁ ଏହି ଟିକା ଦିଆଯାଉଛି ।

Coronavirus
ଓଡ଼ିଶାରେ ଚିନ୍ତା ବଢ଼ାଇଲା କରୋନା, ଏକାସଙ୍ଗେ ୬୪ ସ୍କୁଲ୍‌ ଛାତ୍ରଙ୍କୁ କରୋନା

ରାୟଗଡ଼ା ଜିଲ୍ଲାରେ ୬୪ ଜଣ ସ୍କୁଲ୍‌ ଛାତ୍ର ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ରାୟଗଡ଼ା ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଚିହ୍ନଟ ଛାତ୍ରଙ୍କ ନିକଟରେ କୌଣସି କୋଭିଡ୍‌ ଲକ୍ଷଣ ନାହିଁ।

Coronavirus in India News Live Updates: India reports 3,688 new Covid cases and 50 deaths in last 24
ପୁଣି ମାଡିଲାଣି କରୋନା; ୨୪ ଘଣ୍ଟାରେ ୩ ହଜାର ୬୮୮ ଆକ୍ରାନ୍ତ ଚିହ୍ନଟ, ୫୦ ମୃତ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୬୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 Masks mandatory in Delhi
ଦେଶରେ ୩୩୭୭ ନୂଆ ମାମଲା ଚିହ୍ନଟ

କଣ କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର

Covid19 infections may rise in Odisha after 3-4 weeks
ରୁହନ୍ତୁ ସତର୍କ, ପୁଣି ଓଡ଼ିଶାକୁ ଫେରିବ କରୋନା ! ୩/୪ ସପ୍ତାହ ପରେ ବଢ଼ିପାରେ ସଂକ୍ରମଣ

ଆସନ୍ତା ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

Booster dose vaccination
୫ରୁ୧୨ ବର୍ଷ ବୟସର ପିଲାମାନଙ୍କୁ ଦିଆଯିବ ଟୀକା ,DCGIର ଜରୁରୀକାଳୀନ ଅନୁମତି

ରାଜ୍ୟରେ ମାତ୍ର ୧୮ପ୍ରତିଶତ ଲୋକ ପ୍ରିକସନ ଡୋଜ ନେଇଛନ୍ତି । ପରିସ୍ଥିତି ଅଣାୟତ୍ତ ହେବା ପୂର୍ବରୁ ଟିକା ନେବା ଲାଗି ଅପିଲ୍ କରିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ । କିଛି ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଟୀକାକରଣକୁ ପ୍ରାଧାନ୍ୟ ଦି‌ଆଯାଉଛି ।

Covid 19
କିଶୋରଙ୍କ ପରେ ଏବେ ପିଲାଙ୍କ ପାଇଁ କରୋନା କବଚ ଆସିଲା

କିଶୋରଙ୍କ ପରେ ଏବେ ପିଲାଙ୍କୁ ମିଳିବ କରୋନା କବଚ । ୫ରୁ ୧୨ ବର୍ଷ ବୟସ ବର୍ଗଙ୍କ ଲାଗି ଦୁଇଟି କୋଭିଡ୍ ଟିକାକୁ ଅନୁମୋଦନ କରିଛି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ- DCGI । ୬ରୁ ୧୨ ବର୍ଷ ବୟସର ପିଲାଙ୍କ ଲାଗି ଭାରତ ବାୟୋଟେକ୍‌ର କୋଭିଡ୍ ଟିକା- କୋଭାକ୍ସିନ୍‌ର ଜରୁରୀ ବ୍ୟବହାରକୁ ସବୁଜ ସଙ୍କେତ ଦେଇଛି DCGI ।

Covid 19
ଖୁସି ଖବର ! ୫ରୁ ୧୨ ବର୍ଷ ବର୍ଗଙ୍କ ପାଇଁ କୋଭିଡ୍ ଟିକାକୁ ଅନୁମତି ଦେଲା DCGI

ହାଇଦ୍ରାବାଦ୍‌ସ୍ଥିତ ବାୟୋଲୋଜିକାଲ-ଇ କମ୍ପାନିର କୋର୍ବେଭାକ୍ସ ଟିକାକୁ ୫ରୁ ୧୨ ବର୍ଷ ବୟସର ପିଲାଙ୍କ ବ୍ୟବହାର ପାଇଁ DCGI ଅନୁମତି ଦେଇଛି ।

Green signal to  Covaxin for kids aged 6-12
BREAKING: ଏଣିକି ପିଲାଙ୍କୁ ମିଳିବ ୩ଟି ଟିକା

ପିଲାଙ୍କୁ ମିଳିବ ୩ ଟି ଟିକା । ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ DCGI ଅନୁମତି ଦେଇଛି । 

corona
କରୋନାର ୪ର୍ଥ ଲହର ମାଡ଼ି ଆସୁଛି; ପିଲାଙ୍କ ଶରୀରରେ ଦେଖିବାକୁ ମିଳୁଛି ଭିନ୍ନ ଲକ୍ଷଣ

ରାଜ୍ୟକୁ କରୋନାର ଚତୁର୍ଥ ଲହରି ଆସିବା ଅଧିକ ବିଳମ୍ବ ନୁହେଁ। ଆଉ କିଛି ସପ୍ତାହ ଭିତରେ ରାଜ୍ୟରେ ସଂକ୍ରମଣ ବଢ଼ିପାରେ। ଦିଲ୍ଲୀରେ ସଂକ୍ରମଣ ହାର ଦ୍ରୁତ ଗତିରେ ବଢୁଥିବା ବେଳେ ପିଲାଙ୍କ ପାଇଁ ଏହା ବିପଜ୍ଜନକ ନୁହେଁ ବୋଲି କୁହାଯାଉଛି।

vaccine
୫ରୁ ୧୧ ବର୍ଷ ପିଲାଙ୍କ ପାଇଁ ଆସୁଛି କରୋନା କବଚ

୫ରୁ ୧୧ ବର୍ଷ ପିଲାଙ୍କୁ ଖୁବ୍ ଶୀଘ୍ର ମିଳିପାରେ କରୋନା କବଚ । ଏଥିପାଇଁ ହାଇଦ୍ରାବାଦର ବାୟଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କର୍ବୋଭ୍ୟାକ୍ସ ଟିକାର ଜରୁରୀ ବ୍ୟବହାର ଅନୁମତି ଲାଗି ଡଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆ, ଡିସିଜିଆଇଙ୍କୁ ସୁପାରିଶ କରିଛି ଏକ୍ସପର୍ଟ କମିଟି । କରୋନାର ଚତୁର୍ଥ ଲହର ଆଶଙ୍କା ଭିତରେ ସ୍କୁଲ ଖୋଲା ରଖିବାକୁ ସରକାର ନିଷ୍ପତ୍ତି ନେଇଥିବାରୁ ଛୋଟ ପିଲାଙ୍କ ଟିକାକରଣ ଖବର ଆଶ୍ୱସ୍ତି ଆଣିଛି ।

vaccine
୫ରୁ ୧୧ ବର୍ଷ ପିଲାଙ୍କୁ କରୋନା କବଚ : DCGIଙ୍କୁ ସୁପାରିଶ କରିଛି SEC

କୋର୍ବେଭାକ୍ସକୁ ଅନୁମୋଦନ ମିଳିଲେ ରାଜ୍ୟରେ କିଭଳି ହେବ ଏ ବର୍ଗଙ୍କ ଟିକାକରଣ ? ଏଥିପାଇଁ ପ୍ରସ୍ତୁତ ଅଛନ୍ତି ତ ରାଜ୍ୟ ସରକାର ?

The measles vaccine will be given to children
ଗାଇଡ୍‌ଲାଇନ୍‌ ଆସିବା ପରେ ୫ରୁ ୧୨ ବର୍ଷ ଶିଶୁଙ୍କ ଟୀକାକରଣ

ଶିଶୁଙ୍କୁ ଟୀକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ନିଜ ପ୍ରତିକ୍ରିୟା ରଖିଛନ୍ତି । ୫ରୁ ୧୨ ବର୍ଷ ଶିଶୁଙ୍କ ଟୀକାକରଣ ଲାଗି DCGIର ସୁପାରିସ ପରେ ପ୍ରତିକ୍ରିୟା ।

School children should undergo Covid test if they develop flu-like symptoms
କରୋନା ଲକ୍ଷଣ ଥିଲେ ଛାତ୍ରଛାତ୍ରୀଙ୍କୁ ଟେଷ୍ଟ କରି ଆଇସୋଲେସନରେ ରଖନ୍ତୁ: ବିଜୟ ମହାପାତ୍ର

ଅଭିବାବକ ଓ ସ୍କୁଲ କର୍ତ୍ତୃପକ୍ଷଙ୍କୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ପରାମର୍ଶ । ଯଦି ଥଣ୍ଡା ଜ୍ୱରର ଲକ୍ଷଣ ରହୁଛି ତେବେ ଅଭିବାବକ ଓ ସ୍କୁଲ କର୍ତ୍ତୃପକ୍ଷ ସେମାନଙ୍କୁ ତୁରନ୍ତ ଟେଷ୍ଟ କରାଇ ଆଇସୋଲେସନରେ ରଖନ୍ତୁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Corbevax
ଡରାଉଛି ସଂକ୍ରମଣ ! ଖୁବ୍‌ଶୀଘ୍ର ୫ରୁ ୧୨ ବର୍ଷ ବୟସର ପିଲାଙ୍କୁ କରୋନା ଟିକା

ଡିସିଜିଆଇର ଅନୁମତି ମିଳିଲେ ଏହି କରୋନା ଟିକା ପିଲାଙ୍କ ପାଇଁ ଜରୁରୀକାଳନୀ ବ୍ୟବହାର କରାଯାଇ ପାରିବ । ବାୟୋଲଜିକାଲ ଇ ଫାର୍ମା କମ୍ପାନୀ ପକ୍ଷରୁ ଏହି ସ୍ୱଦେଶୀ ଟିକା ପ୍ରସ୍ତୁତ ହୋଇଛି ।

COVID-19 Danger Has Not Passed, Situation May Turn Critical: Bijay Mohapatra
ଦିଲ୍ଲୀ ସ୍ଥିତି ଦେଖି ଓଡ଼ିଶା ସଜାଗ; ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଓଡ଼ିଶାରେ କରୋନା ସ୍ଥିତି ଉଦବେଗ ଜନକ ନାହିଁ । ତଥାପି ଆଗାମୀ ୩ ରୁ ୪ ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

Corona
ଦିନକରେ ଦେଶରେ କରୋନା ସଂକ୍ରମଣ ୬୫% ବୃଦ୍ଧି

ଗତକାଲି ସାମାନ୍ୟ କମିବା ପରେ, ଆଜି ପୁଣି ୨ ହଜାର ଟପିଛି ଦେଶର ଦୈନିକ କରୋନା ସଂକ୍ରମଣ । ଗତକାଲି ଅପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା ୬୫ ପ୍ରତିଶତ ବଢ଼ିଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ରାଜଧାନୀ ଦିଲ୍ଲୀରେ ସ୍ଥିତି ବିଗୁଡ଼ୁଥିବା ଦେଖି, ମାସ୍କ ବାଧ୍ୟତାମୂଳକ କରାଯାଇଛି । ଦେଶର R ଭାଲ୍ୟୁ ୧ ଟପିବା ପରେ, ଚିନ୍ତା ଦ୍ୱିଗୁଣିତ ହୋଇଛି ।

Corona
ନୂଆ ରୂପରେ ଫେରୁଛି କି କରୋନା ? ପୁଣି ଡରାଇଲାଣି, ଦିନକରେ ୨ ହଜାର ଆକ୍ରାନ୍ତ

ଯଦି ସଂକ୍ରମଣ ବଢ଼େ, ତେବେ ଜିଲ୍ଲା ସ୍ତରରେ କଣ୍ଟିନ୍‌ଜେନ୍‌ସି ଆକ୍ସନ ପ୍ଲାନ ବା ଜରୁରୀକାଳୀନ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ରଖିବାକୁ ମଧ୍ୟ ପରାମର୍ଶ ଦେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ।

Corona Testing
ଯାଇନି ମହାମାରୀ, ସତର୍କ ରୁହ : ସାବଧାନ୍‌ କରାଇଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

କରୋନା ସଂକ୍ରମଣ ପୁଣି ବଢ଼ୁଥିବାରୁ ଆଗୁଆ ସତର୍କ କରାଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Covid 19
ଦେଶରେ ଦ୍ରୁତ ଗତିରେ ବଢ଼ୁଛି ସଂକ୍ରମଣ, ହେଲେ ଓଡ଼ିଶାରେ ସ୍ଥିତି ନିୟନ୍ତ୍ରଣ

ଦେଶରେ କରୋନା ଗ୍ରାଫ୍ର ଟେନସନ୍ ଭିତରେ ରାଜ୍ୟରେ କିନ୍ତୁ ସଂକ୍ରମଣ ନିୟନ୍ତ୍ରଣରେ ଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ତାସହ ମାସ୍କ ପିନ୍ଧିବାକୁ ସମସ୍ତଙ୍କୁ ଅପିଲ୍ କରିଛନ୍ତି । ଯେହେତୁ ଡବ୍ଲୁଏଚ୍‌ଓ କହିଛି ଯେ, ଏବେ କରୋନାର ସିଭିଅରିଟି ନାହିଁ ଓ ଏହାକୁ ଚତୁର୍ଥ ଲହର କହିହେବ ନାହିଁ ।

Covid 19
ବଢ଼ିଲା ଚତୁର୍ଥ ଲହର ଶଙ୍କା

ଡରାଇଲାଣି କୋଭିଡ୍‌ର ଚତୁର୍ଥ ଲହର । ସଜାଗ ହେଲେଣି ସରକାର । ରାଜଧାନୀ ଦିଲ୍ଲୀ ସମେତ ଦେଶର ବିଭିନ୍ନ ଭାଗରେ କରୋନା ସଂକ୍ରମଣ ପୁଣି ବଢ଼ିବା ପରେ ଏବେ ଓଡ଼ିଶାରେ ଛନକା ।

ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର
'ସମସ୍ତେ ନିୟମ ମାନିଲେ ଆୟତ୍ତରେ ରହିବ କରୋନା'

ସେଭଳି କିଛି ପରିସ୍ଥିତି ଉପୁଜିଲେ ସତର୍କ ରହିବା ପାଇଁ ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦେଇଛୁ।

Corona Testing
ଦେଶରେ କମିଲା ଦୈନିକ କରୋନା ସଂକ୍ରମଣ ହାର

ମୃତ୍ୟୁସଂଖ୍ୟା ୫ ଲକ୍ଷ ୨୧ ହଜାର ୯୬୬ରେ ପହଞ୍ଚିଛି।

 Covid Cases Rise In Delhi And Other States
ଦିଲ୍ଲୀରେ ବଢ଼ୁଛି କରୋନା ସଂକ୍ରମଣ, ଆଲର୍ଟରେ ଓଡ଼ିଶା

ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢିବା ପରେ ଓଡ଼ିଶା ସରକାର ସଜାଗ ହୋଇଛନ୍ତି। ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ ସଂକ୍ରମଣ କେସ୍ ନାହିଁ। ତେଣୁ ସେଭଳି ଆତଙ୍କିତ ହେବା ପରିସ୍ଥିତି ନାହିଁ ବୋଲି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।