• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona
କରୋନା ମୁକ୍ତ ହେଲେ ୬ ଜିଲ୍ଲା, ତଥାପି ୩୨୫ ନୂଆ ରୋଗୀ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: କରୋନା ପ୍ରଭାବ ଓଡ଼ିଶାରେ ହ୍ରାସ ପାଇଥିଲେ ହେଁ ସଂକ୍ରମଣ ହାରରେ ପରିବର୍ତ୍ତନ ହେଉନାହିଁ। ଗତ କିଛି ଦିନ ଧରି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ ରହୁଛି। ଆଜି ମଧ୍ୟ ରାଜ୍ୟରୁ ୩୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତମାନେ ୨୪ ଜିଲ୍ଲାରୁ ଚିହ୍ନଟ କରାଯାଇଛି। ମାନଙ୍କ ମଧ୍ୟରୁ ୧୮୭  କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ୧୩୮ ଲୋକାଲ କେସ୍‌ ଥିବା ଜଣାଯାଇଛି। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ […]

  • Tuesday, 13 July 2021
EW61ZkTXQAAr5Qu (1)
ଓଡ଼ିଶାରେ ଆଉ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା, ମୃତ୍ୟୁ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲ୍ଲାର ୫୦ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଆହୁରି ମଧ୍ୟ ପଢ଼ନ୍ତୁ: […]

corona updates
ରାଜ୍ୟରେ ଚିହ୍ନଟ ହେଲେ ୩୬୪ କରୋନା ରୋଗୀ, ଆଖି ବୁଜିଲେ ୩

ଭୁବନେଶ୍ୱର: ଗୋଟିଏ ଦିନ ତଳମୁହାଁ ହେବା ପରେ କରୋନା ଗ୍ରାଫ ପୁଣି ଆଜି ଉପରକୁ ଉଠିଛି।  ଗୋଟିଏ ଦିନରେ ୨୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୬୪ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୨୧୦ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ୧୫୪ ଲୋକାଲ କେସ ରହିଛି । ଏ ସମ୍ପର୍କରେ ଆଜି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭଗ। ସେହିପରି ତିନି ଜିଲ୍ଲାରୁ ଆଖି ବୁଜିଛନ୍ତି ୩ ଜଣ। ଜିଲ୍ଲା ସହିତ ଷ୍ଟେଟ୍‌ ପୁଲ୍‌ରୁ ଏହି […]

  • Tuesday, 13 July 2021
EaNSYFqWAAApKws
୨୦ ଜିଲ୍ଲାରୁ ଆଉ ୧୮୬ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୧ଜଣ, […]

corona ..
ଆଉ ୩ କରୋନା ଯୋଦ୍ଧାଙ୍କୁ କରୋନା

ଗଞ୍ଜାମ: ଗଞ୍ଜାମରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କରୋନା ଯୋଦ୍ଧା ଅଛନ୍ତି। ଏ ନେଇ ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଚିକିଟିରୁ ୨ ଓ ସେରଗଡ଼ରୁ ଜଣେ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି। ସେହିପରି ଅନ୍ୟ ଜଣେ ଆକ୍ରାନ୍ତ ସାନଖେମୁଣ୍ଡି ବ୍ଲକର।

  • Tuesday, 13 July 2021
accident
ବିଳମ୍ବିତ ରାତିରେ ଘାଟିରେ ଓଲଟିପଡ଼ିଲା କୋଭିଡ୍‌ ଭ୍ୟାନ୍‌

ମୋହନା: କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ୍‌ରେ ଛାଡ଼ି ଫେରୁଥିବାବେଳେ ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ନାରିଙ୍ଗି ଘାଟିରେ ଏକ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।‌ ଗତକାଲି ବିଳମ୍ବିତ ରାତିରେ ଓଲଟି ଭ୍ୟାନ୍‌ଟି ଘାଟିରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ଭ୍ୟାନ୍ ଡ୍ରାଇଭର୍ ଗୁରୁତର ଭାବେ ଆହତ ହୋଇଛନ୍ତି।  ମିଳିଥିବା ସୂଚନା ଅନୁସାରେ, ଭ୍ୟାନ୍‌ଟି ଚାନ୍ଦିପୁଟରରୁ ୨ କରୋନା ଆକ୍ରାନ୍ତଙ୍କୁ ନେଇ ପାରାଳାଖେମୁଣ୍ଡି କୋଭିଡ୍ ହସ୍ପିଟାଲ ଯାଇଥିଲେ। ସେଠାରେ ସେମାନଙ୍କୁ ଛାଡ଼ି ମୋହନା ଫେରୁଥିଲା। ଏହି ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ ନାରିଙ୍ଗି […]

  • Tuesday, 13 July 2021
flight
ଲଣ୍ଡନରୁ ଆସିଥିବା ଫ୍ଲାଇଟ୍‌ରେ ୬ ଯାତ୍ରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ:ବ୍ରିଟେନ୍‌ରେ କରୋନା ଭାଇରସର ନୂଆ ରୂପ ମିଳିବା ପରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଡିସେମ୍ବର ୨୨ ରାତିରୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବ୍ରିଟେନରୁ ଆସୁଥିବା ସବୁ ଫ୍ଲାଇଟ ଉପରେ ଭାରତ ପ୍ରତିବନ୍ଧକ ଲଗାଇଛି।  ୨୨ ଡିସେମ୍ବର ରାତିରେ ଆସୁଥିବା ଫ୍ଲାଇଟ ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି। ଏସବୁ ଭିତରେ ସୋମବାର ରାତିରେ ଲଣ୍ଡନରୁ ଆସିଥିବା ଫ୍ଲାଇଟ୍‌ରେ ୬ ଜଣ ଯାତ୍ରା କୋଭିଡ ସଂକ୍ରମିତ ଥିବା ଜଣାଯାଇଛି ଯାହା ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି। ଜଣେ […]

  • Tuesday, 13 July 2021
corona
ରାଜ୍ୟର ୪ ଜିଲ୍ଲା ହେଲା କରୋନା ମୁକ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଆଜି ତଳମୁହଁ ହୋଇଛି। ଆଜି ୨୬ ଜିଲ୍ଲାରୁ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୪ କ୍ୱାରେଣ୍ଟିନ କେସ ଥିବାବେଳେ ୧୩୫ ଲୋକାଲ କେସ ରହିଛି। ସେହିପରି ଆଜି ରାଜ୍ୟରୁ ୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୮୪୩ରେ ପହଞ୍ଚିଛି। ତେବେ ଖୁସି ଖବର ହେଉଛି, ୪ ଜିଲ୍ଲା କରୋନା ମୁକ୍ତ ହୋଇଛି। ଆଜି ସୁନ୍ଦରଗଡ଼ରେ ସର୍ବାଧିକ ୭୨ […]

  • Tuesday, 13 July 2021
corona-1
ଚିହ୍ନଟ ହେଲେ ୩୬୩ କରୋନା ରୋଗୀ, ସୁନ୍ଦରଗଡ, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୭ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବାବେଳେ କ୍ୱାରେଣ୍ଟିନ ସେଣ୍ଟରରୁ ୨୦୮ ଜଣ ଚିହ୍ନଟ ହୋଇଛନ୍ତି। ଅନ୍ୟ ୧୫୫ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଗତକାଲ ଅନଗୁଳରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଏଠାରେ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆଜି ଏଠାରୁ ମାତ୍ର ୨୩ ଜଣ ସଂକ୍ରମିତ ଚିହ୍ନଟ […]

  • Tuesday, 13 July 2021
corona
ଛତ୍ରପୁର SDPO ଓ IICଙ୍କୁ କରୋନା

ଗଞ୍ଜାମ: ପୁଣି ଆଉ ଦୁଇ କରୋନା ଯୋଦ୍ଧା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଛତ୍ରପୁର SDPO ଓ IIC କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଗଞ୍ଜାମ ଏସ୍‌ପି ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଏହାସହ ସେମାନଙ୍କର ଶୀଘ୍ର ଆରୋଗ୍ୟ ମଧ୍ୟ କାମନା କରିଛନ୍ତି। In the line of duty our two covid warriors SDPO Chatrapur & IIC Chatrapur tested covid positive.We wish speedy recovery of […]

  • Tuesday, 13 July 2021
corona
କରୋନାରେ ଆଖି ବୁଜିଲେ ୨୦ ବର୍ଷୀୟ ଯୁବତୀ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ରୋଗୀଙ୍କ ସଂଖ୍ୟା ୧,୮୩୯ରେ ପହଞ୍ଚିଛି। କଳାହାଣ୍ଡିରୁ ଜଣେ କରୋନା ରୋଗୀଙ୍କ ମୃତ୍ୟୁ  ଘଟିଥିବାବେଳେ ସୁନ୍ଦରଗଡ଼ରୁ ଦୁଇଜଣ ରୋଗୀ ଆଖି଼ ବୁଜିଛନ୍ତି। କଳାହାଣ୍ଡିରୁ ଜଣେ ୨୦ ବର୍ଷୀୟ ଯୁବତୀଙ୍କର କରୋନାରେ ମୃତ୍ୟୁ ଘଟିଛି। ସେ ହେପାଟାଇଟିସ୍‌ରେ ଆକ୍ରାନ୍ତ ଥିଲେ। ସେହିପରି  ସୁନ୍ଦରଗଡରୁ ମୃତ୍ୟୁ ବରଣ କରିଥିବା ୨ ଜଣଙ୍କ ବୟସ ଯଥାକ୍ରମେ ୪୩ ଓ ୪୫। ଏମାନଙ୍କ ମଧ୍ୟରୁ […]

  • Tuesday, 13 July 2021
corona
ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ୨ ମହିଳା ଡାକ୍ତରଙ୍କୁ କରୋନା

ଭବାନୀପାଟଣା: ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର(CHC)ର ୨ ଜଣ ମହିଳା ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଳାହାଣ୍ଡି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତେଲେଙ୍ଗାନାରୁ ଫେରିଥିବା ଜଣେ ପ୍ରବାସୀ ସରକାରୀ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୭ଦିନ କ୍ୱାରେଣ୍ଟିନ୍‌ରେ ରହିବା ପରେ ଘରେ ଆଉ ୭ଦିନ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିଲେ। ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ସମୟରେ ପ୍ରବାସୀ ଜଣକ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ […]

  • Tuesday, 13 July 2021
corona
ରାଜ୍ୟରେ ୪ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୩୬ ଛୁଇଁଛି। ରାଜ୍ୟରେ ଆଜି ଆଖି ବୁଜିଥିବା ୪ ଜଣ ରୋଗୀ ୪ ଜିଲ୍ଲାର। ଭୁବନେଶ୍ୱରରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼ରୁ ଜଣେ ଲେଖାଏ ରୋଗୀ ଆଖି ବୁଜିଛନ୍ତି। ସୂଚନାଥାଛ କି, ଆଜି ରାଜ୍ୟରେ ୩୭୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି।  ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା […]

  • Tuesday, 13 July 2021
Untitled-1
୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୭୨ କରୋନା ଆକ୍ରାନ୍ତ, ଅନୁଗୋଳ ଆଗରେ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୭୨ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ୧୫୮ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଅନୁଗୁଳ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି। ଏଠାରୁ ସର୍ବାଧିକ ୫୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ପଛରେ ଅଛି ସୁନ୍ଦରଗଡ। ଏଠାରୁ ୪୭ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି […]

  • Tuesday, 13 July 2021
corona
୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୮ କରୋନା ରୋଗୀ, ଆଖି ବୁଜିଲେ ୪

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୫୮ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୨୦୮ କ୍ୱାରେଣ୍ଟିନ ସେଣ୍ଟରର  ଥିବାବେଳେ ଲୋକାଲ କଣ୍ଟାକ୍ଟସ ଅଛି ୧୫୦। ସେହିପରି ୨୪ ଘଣ୍ଟାରେ ୪ ଜଣ ରୋଗୀ ଆଖି ବୁଜିଛନ୍ତି। ଆଜି ଅନୁଗୁଳ ଜିଲ୍ଲାରେ ସର୍ବାଧିକ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୩୬ ଜଣ କରୋନା ରୋଗୀ। ଏହା ପଛକୁ ବାଲେଶ୍ୱରରୁ ୩୫,  ସୁନ୍ଦରଗଡରୁ ୨୯, କଟକରୁ ୨୮, ନୂଆପଡାରୁ […]

  • Tuesday, 13 July 2021
Bhubaneswar Corona Update
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ୍‌

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍‌ କେସ୍‌ ରହିଥିବାବେଳେ ଆଉ ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ରହିଛି। ଆପୋଲ ହସ୍ପିଟାଲ୍‌ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମହିଳା ଜଣକଙ୍କ ଘର ଗାଡ଼କଣା ଅଞ୍ଚଳର। ସେହିପରି ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମ୍ପୃକ୍ତ ଯୁବକଙ୍କ ପରିବାରର ଜଣେ ସଦସ୍ୟଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିଲା। […]

coronavirus
ସୁବର୍ଣ୍ଣପୁର ହେଲା କରୋନାମୁକ୍ତ ଜିଲ୍ଲା

ସୁବର୍ଣ୍ଣପୁର: କିଛିଦିନ କରୋନା ପ୍ରଭାବ ହ୍ରାସପାଇ ୪୦୦ ତଳକୁ ଖସିଥିବାବେଳେ ଆଜି ଉପରମୁହାଁ ହୋଇଛି। ଆଜି ୪୦୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏପରିସ୍ଥିତିରେ ସୁବର୍ଣ୍ଣପୁରରୁ ଆସିଛି ଆଶ୍ୱସ୍ତିର ଖବର। କରୋନା ମୁକ୍ତ ହୋଇଛି ସୁବର୍ଣ୍ଣପୁର ଜିଲ୍ଲା । ଜିଲ୍ଳାରେ ବର୍ତ୍ତମାନ ସୁଦ୍ଧା ୪ ହଜାର ୬୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୨୧ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଆକ୍ରାନ୍ତ ମାନେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟର ପ୍ରଥମ ଜିଲ୍ଲା […]

  • Tuesday, 13 July 2021
corona
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ମୃତକ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ […]

corona
ରାଜ୍ୟରେ ପୁଣି ୧୧୨ କରୋନା ରୋଗୀ ଚିହ୍ନଟ, ୩,୪୯୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୨ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ NDRF, ODRAF ଓ Fire Serviceର ୨୧ ଜଣ ଅଛନ୍ତି। ପୁରୀରୁ […]

  • Tuesday, 13 July 2021
Coronavirus in India Latest Updates
ବ୍ରିଟେନ୍‌କୁ ପଛରେ ପକାଇ ବିଶ୍ୱରେ କରୋନା ସଂକ୍ରମଣରେ ଚତୁର୍ଥ ସ୍ଥାନରେ ଭାରତ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଏତେ ମାତ୍ରାରେ ବୃଦ୍ଧି ପାଇବାରେ ଲାଗିଛି ଯେ, ବ୍ରିଟେନ୍‌କୁ ପଛରେ ପକାଇ ଭାରତ ବିଶ୍ୱରେ କରୋନା ସଂକ୍ରମଣରେ ଚତୁର୍ଥ ସ୍ଥାନରେ ରହିଛି। ପ୍ରଥମ ସ୍ଥାନରେ ଆମେରିକା, ଦ୍ୱିତୀୟରେ ବ୍ରାଜିଲ୍, ତୃତୀୟରେ ଋଷିଆ ଓ ଚତୁର୍ଥରେ ଭାରତ ରହିଛି। ଆମେରିକାରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ଲକ୍ଷ ପାର୍‌ କରିଥିବାବେଳେ ବ୍ରାଜିଲ୍‌ରେ ୮ଲକ୍ଷ ପାର୍‌ ହୋଇଛି। ସେହିପରି ଋଷିଆରେ ୫ଲକ୍ଷ ଅତିକ୍ରମ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଭାରତରେ ୨ଲକ୍ଷ ୯୭ହଜାର ୫୩୫ଜଣ କରୋନାରେ […]

curfew relaxation odisha
ଆଜି କର୍ଫ୍ୟୁ କୋହଳ

ଭୁବନେଶ୍ୱର: ରଜ ପାଇଁ ଆଜି ରାତ୍ରୀକାଳୀନ କର୍ଫ୍ୟୁ କୋହଳ ହେବ। ଆଜି ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ଟାରୁ କର୍ଫ୍ୟୁ ଲାଗୁ ହେବ। ରଜ ପାଇଁ ଲୋକଙ୍କ କିଣାବିକାକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଦୋକାନ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଥିପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କରୋନା ମୁକାବିଲା ଲାଗି ଏବେ ରାଜ୍ୟରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିଛି। କିନ୍ତୁ […]

lockdown-1
ଦିନକ ପାଇଁ କୋହଳ ହେବ କର୍ଫ୍ୟୁ

ଭୁବନେଶ୍ୱର: ଜୁନ୍‌ ୧୨ତାରିଖ ଦିନ ଅର୍ଥାତ୍‌ ଶୁକ୍ରବାର ରାତ୍ରୀକାଳୀନ କର୍ଫ୍ୟୁରେ ସାମାନ୍ୟ କୋହଳ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ରଜ ପର୍ବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଜୁନ୍‌ ୧୨ତାରିଖ ଦିନ, ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ରୁ କର୍ଫ୍ୟୁ ଲାଗୁ ହେବ। ଏ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର(SRC)ସୂଚନା ଦେଇଛନ୍ତି। କରୋନା ମୁକାବିଲା ଲାଗି ଏବେ ରାଜ୍ୟରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିଛି। […]

  • Tuesday, 13 July 2021
corona
ନୂଆ ପ୍ରକାରର କରୋନା ଭୂତାଣୁ ଠାବ; ସଂକ୍ରମଣ ବଢିବାରୁ ଲକ୍‌ଡାଉନ ଘୋଷଣା

ଲଣ୍ଡନ :ବ୍ରିଟେନ୍‌ରେ ପୁଣି କରୋନା ଭୟଙ୍କର ରୂପ ନେଉଛି। କାହିଁକି ଫେରିଲା ଏହି କରୋନା ? ଏ ଦିଗରେ ଗବେଷକମାନେ ଅନୁଧ୍ୟାନ କରିବା ପରେ କାରଣ ଜାଣିବାକୁ ପାଇଛନ୍ତି। ଏକ ନୂଆ ପ୍ରକାର କରୋନା ଭାଇରାସ ସେଠାରେ ବ୍ୟାପିଥିବା ସେମାନେ ଜାଣିବାକୁ ପାଇଛନ୍ତି। ଏହି ଭାଇରସ ବ୍ରିଟେନ ଓ ୟୁରୋପର ଅନ୍ୟ କେତେକ ଦେଶରେ ଦେଖିବାକୁ ମିଳିଛି। ନୂଆ କରୋନା ଭାଇରସ ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ବୁଧବାରଠାରୁ ଲଣ୍ଡନ ଏବଂ ଆଖପାଖ ଅଞ୍ଚଳରେ ପୁଣି ଲକ୍‌ଡାଉନ […]

  • Tuesday, 13 July 2021
corona
ପଶ୍ଚିମବଙ୍ଗରୁ ଫେରିଥିବା ‘ଅମ୍ପନ୍‌’ ଉଦ୍ଧାରକାରୀ ଦଳର ଆଉ ୫୪ଜଣଙ୍କୁ କରୋନା

ଭୁବନେଶ୍ୱର: ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ଼ିଶା ଅଗ୍ନିଶମ ବାହିନୀର ଆଉ ୫୪ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ ଚିହ୍ନଟ ନୂଆ୧୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଏହି ୫୪ଜଣ କର୍ମଚାରୀ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନେ ସମସ୍ତେ ବାତ୍ୟା ‘ଅମ୍ପନ୍‌’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିଲେ। ଏହା ପୂର୍ବରୁ କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଜଣ […]

  • Tuesday, 13 July 2021