• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

EaNSYFqWAAApKws
ଆଉ ୧୩୬ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ ୮ଜଣ, ଝାରସୁଗୁଡ଼ାରୁ ୪ଜଣ, ଖୋର୍ଦ୍ଧାରୁ ୧୭ଜଣ, ଢେଙ୍କାନାଳରୁ […]

  • Tuesday, 13 July 2021
coronavirus
ଆଖି ବୁଜିଲେ ୪ କରୋନା ରୋଗୀ

ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟାରେ ପୁଣି ଆଖି ବୁଜିଲେ ୪ ଜଣ କରୋନା ରୋଗୀ। ଏମାନଙ୍କ ମଧ୍ୟରେ ଅଛନ୍ତି ଜଣେ ୪୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା୧,୮୧୫ ଛୁଇଁଛି। ଆଜି ମୃତକଙ୍କ ମଧ୍ୟରେ ମୟୂରଭଞ୍ଜରୁ ୨ଜଣ ଥିବାବେଳେ ଜଣେ ସମ୍ବଲପୁରରୁ ଏବଂ ଅନ୍ୟଜଣେ ଜଗତସିଂହପୁରରୁ ଅଛନ୍ତି। ସମ୍ବଲପୁରରୁ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଆଖି ବୁଜିଛନ୍ତି। ସୂଚନାଥାଉ କି, ଆଜି ରାଜ୍ୟରୁ ୨୬ ଜିଲ୍ଲାରୁ ୩୦୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ […]

  • Tuesday, 13 July 2021
corona
୪ ଜିଲ୍ଲାରୁ କରୋନା ଗାଏବ, ତଥାପି ୩୦୦ ରୋଗୀ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୦୦କରୋନା ରୋଗୀ। କ୍ୱାରେଣ୍ଟିନ ସେଣ୍ଟରର ୧୭୪ ରୋଗୀ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି ୧୨୬।  ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଆଜି ୪ଟି ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବାବେଳେ ଅନୁଗୁଳରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରୁ ୪୪ ରୋଗୀ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୬,  ସୁନ୍ଦରଗଡରୁ ୩୪, କଟକରୁ ୨୦ […]

  • Tuesday, 13 July 2021
EXjQ3H-WAAAniMw
ଭ୍ୟାକ୍ସିନ୍ ଇନ୍ସପେକ୍ଟରଙ୍କୁ କରୋନା, ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଲେ ରାୟଗଡ଼ା CDMO

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟର ଜଣେ ଭ୍ୟାକ୍ସିନ୍ ଇନ୍ସପେକ୍ଟର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଭ୍ୟାକ୍ସିନ୍ ଇନ୍ସପେକ୍ଟରଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସିଡିଏମ୍ଓଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ, ରାଜ୍ୟରେ ଆଉ ୧୧୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ […]

  • Tuesday, 13 July 2021
Untitled-1
ରାଜ୍ୟରେ ଚିହ୍ନଟ ହେଲେ ୩୩୨ କରୋନା ରୋଗୀ, ଆଖିବୁଜିଲେ ୪

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୩୨ କରୋନା ରୋଗୀ। ସେମାନଙ୍କ ମଧ୍ୟରୁ ୧୮୯ କ୍ୱାରେଣ୍ଟିନ କେସ ଥିବାବେଳେ ୧୪୩ ଲୋକାଲ କେସ ଥିବା ଜଣାଯାଇଛି। ସେହପରି ରାଜ୍ୟରୁ  ୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଆଜି ୨୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୩୨  କରୋନା ରୋଗୀ। ଆଜି ସୁନ୍ଦରଗଡରୁ ସର୍ବାଧିକ  ୫୧ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୩୫, ଖୋର୍ଦ୍ଧାରୁ ୨୯, ମୟୂରଭଞ୍ଜରୁ୨୨, କଟକରୁ ୨୭ ପୁରୀରୁ ୧୧ କରୋନା […]

  • Tuesday, 13 July 2021
91421093_3110305529059371_5797060119829151744_n
ଆଉ ୧୧୦ କରୋନା ପଜିଟିଭ୍‌‌ ଚିହ୍ନଟ, ୩,୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ରାୟଗଡ଼ାରୁ ୪ଜଣ, କଟକରୁ ୨୦ଜଣ, ଝାରସୁଗୁଡ଼ାରୁ […]

  • Tuesday, 13 July 2021
coronavirus
୨୪ ଘଣ୍ଟାରେ ଚିହ୍ନଟ ହେଲ ୩୯୩ କରୋନା ରୋଗୀ, ଆଖି ବୁଜିଲେ ୫

ଭୁବନେଶ୍ୱର:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭ ଜିଲ୍ଲାରୁ ୩୯୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୩୯୩ ରୋଗୀ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ୧୬୫ ରହିଛି। ସେହିପରି ଦିନକରେ ୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଆଜି ଅନୁଗୁଳରେ ସର୍ବାଧିକ ୪୭ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ୪୪ ଓ  ଖୋର୍ଦ୍ଧାରୁ ୩୯ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ବାକି ୨୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ରୋଗୀ ସଂଖ୍ୟା ୩୦ […]

  • Tuesday, 13 July 2021
corona
କରୋନା ସଂକ୍ରମଣ ରୋକିବା ଲାଗି ଓଡ଼ିଶା ସରକାରଙ୍କ ନୂଆ ଗାଇଡ୍‌ଲାଇନ୍ସ, କଡ଼ାକଡ଼ି ପାଳନ ଲାଗି ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବାରୁ ଏଥିରୁ ରକ୍ଷା ପାଇବା ଲାଗି ରାଜ୍ୟ ସରକାର ନୂଆ ଗାଇଡ୍‌ଲାଇନ୍ସ ଜାରି କରିଛନ୍ତି। ଜାରି ହୋଇଥିବା ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରିବା ଲାଗି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ସରକାରୀ ବିଭାଗ ଓ କାର୍ଯ୍ୟାଳୟରେ ସାମାଜିକ ଦୂରତା ବଜାୟ ରଖିବା ଲାଗି ସରକାରଙ୍କ ପକ୍ଷରୁ ଏହି ନିୟମାବଳୀରେ ନିର୍ଦ୍ଦେଶ ଦିଆଯାଇଛି। ଅଫିସର ସମସ୍ତ କର୍ମଚାରୀ ଓ ଅଧିକାରୀ ଡ୍ୟୁଟି ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏଥିରେ […]

EXjQ3H-WAAAniMw
ଭୁବନେଶ୍ୱରରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଚିହ୍ନଟ ନୂଆ ୧୪୬ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱରରୁ ୪ଜଣ ଅଛନ୍ତି। ୪ ଜଣଙ୍କ ମଧ୍ୟରୁ ୩ ଯୁବକ, ଜଣେ ଯୁବତୀ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଜଣେ ଚନ୍ଦ୍ରଶେଖରପୁର, ଜଣେ ଡୁମୁଡୁମା, ୨ ଜଣ ପଟିଆରୁ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ହୋମ୍ କ୍ୱାରେଣ୍ଟିନରେ ଥିଲେ। ଚନ୍ଦ୍ରଶେଖରପୁରରୁ ଚିହ୍ନଟ ଆକ୍ରାନ୍ତ ଜଣକ ୨୮ ବର୍ଷୀୟ ଯୁବକ ଓ ସେ ହାଇଦ୍ରାବାଦରୁ ଫେରିଥିଲେ। ଡୁମୁଡୁମାର ୨୯ ବର୍ଷୀୟ […]

  • Tuesday, 13 July 2021
Odisha Corona News in Odia
ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଅଗ୍ନିଶମ କର୍ମଚାରୀଙ୍କୁ କରୋନା ସଂକ୍ରମଣ ନେଇ ଅଗ୍ନିଶମ ଡିଜି ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଅମ୍ପନ୍‌ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଏହି ଅଗ୍ନିଶମ କର୍ମଚାରୀ ଫେରିଥିଲେ। ସେମାନଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ରାଜ୍ୟ ସରକାର ସୁନିଶ୍ଚିତ କରିଛନ୍ତି।କରୋନାରେ ଆକ୍ରାନ୍ତ ହୋଇଥିବା ଏହି ଅଗ୍ନିଶମ କର୍ମଚାରୀଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଅଗ୍ନିଶମ ଡିଜି। ରାଜ୍ୟରେ ଆଉ ୧୪୬ ଜଣ କରୋନା […]

corona latest news odisha
ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁରରୁ ୮ଜଣ, କେନ୍ଦୁଝରରୁ ୨ଜଣ, କଟକରୁ ୨ଜଣ, ମାଲକାନଗିରିରୁ […]

atm
ଭୁବନେଶ୍ୱରରୁ ୨୭ ଲକ୍ଷ ଲୁଟି ଭାଇଜାକ୍‌ରେ ଧରାପଡ଼ିଲେ, ଲୁଟ୍‌ର ଡମୋ ଦେଖାଇଲେ

ଭୁବନେଶ୍ୱର: ଭୁବନେଶ୍ୱର ପଟିଆରେ ଥିବା ପିଏନ୍‌ବି ଏଟିଏମ୍‌ରୁ ୨୭ ଲକ୍ଷ ଟଙ୍କା ଲୁଟରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ଆଣି ସିନ୍ ରିକ୍ରିଏଟ୍ କରିଛି ଭୁବନେଶ୍ୱର ପୋଲିସ। ଆନ୍ଧ୍ର ପ୍ରଦେଶର ଭାଇଜାଗରୁ ରିମାଣ୍ଡରେ ଆଣି ଭୁବନେଶ୍ୱର କମିଶନରେଟ୍ ପୋଲିସ ଆଜି ଦୁହିଁଙ୍କୁ ନେଇ ଏଟିଏମ୍ ଲୁଟ୍‌ର  ଡେମୋ କରାଇଛି । ଦୁହେଁ କିପରି ଲୁଟ୍ କରିଥିଲେ, କେଉଁ ଟେକ୍ନୋଲୋଜି ଆପଣାଇଥିଲେ, ତାହା ପୋଲିସ ଆଗରେ କରି ଦେଖାଇଛନ୍ତି । ସେପଟେ ଏଟିଏମ୍ ଲୁଟ୍ ସଂପର୍କରେ […]

  • Tuesday, 13 July 2021
odisha
ଘରକୁ ଫେରିଥିଲେ ବାହା ହୋଇଥାନ୍ତେ, ହେଲେ କରୋନା ନେଇଗଲା ଜୀବନ

ଉଦଳା: ବାହାର ରାଜ୍ୟକୁ କାମ କରିବାକୁ ଯାଇଥିଲା ପୁଅ, ଫେରିଥିଲେ ବାହାଘର ହୋଇଥାନ୍ତା। ହେଲେ ପୁଅ ଆଉ ଫେରିଲାନି, ଫେରିଲା ପୁଅର ମୃତ୍ୟୁ ଖବର। ଆଉ ସବୁଦିନ ପାଇଁ ପରିବାର ଲୋକଙ୍କୁ ଛାଡି ଚାଲିଗଲା ପୁଅ। କରୋନାରେ ଆକ୍ରାନ୍ତ ହୋଇ ହରିୟାଣାରେ ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।  କରୋନା ପଜିଟିଭ ଥିବାରୁ ସମ୍ପୃକ୍ତ ଯୁବକଙ୍କ ମୃତଦେହ ମଧ୍ୟ ଘରକୁ ‌ଆସିପାରିଲାନି। ପୁଅର ମୃତ୍ୟୁ ଖବର ଶୁଣି ଧୈର୍ଯ୍ୟହରା ହୋଇପଡିଛନ୍ତି ପରିବାର ଲୋକ। କାନ୍ଦ […]

  • Tuesday, 13 July 2021
odisha
ବନବାସ ଜୀବନ କାଟୁଛନ୍ତି ପ୍ରବାସୀ

ବିନିକା: ଲୋକେ ଗାଁରେ ଭର୍ତ୍ତି କରାଇ ଦେଉ ନ ଥିବାରୁ ଜଙ୍ଗଲରେ ରହୁଛନ୍ତି ବେଙ୍ଗାଲୁରୁରୁ ଫେରିଥିବା ଜଣେ ପ୍ରବାସୀ ଓଡ଼ିଆ। ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ୍‌ ଅନ୍ତର୍ଗତ ଝାର କଦଳୀପାଲି ଗାଁରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। କଦଳୀପାଲି ଗାଁର ଜୀବର୍ଦ୍ଧନ ବରିହା (୨୬) ବେଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ। ହେଲେ କରୋନା ଯୋଗୁ କାମ ନ ମିଳିବାରୁ ସେ ଗାଁକୁ ଫେରି ଆସିଥିଲେ। ଏହାପରେ ସେ ନିୟମ ଅନୁଯାୟୀ ମେ’ ୨୫ ତାରିଖରୁ ୭ […]

  • Tuesday, 13 July 2021
Untitled-1
କରୋନାରେ ଆଖି ବୁଜିଲେ ଆଉ ୪

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି। ଗତ କାଲି ୪ ଜଣ କରୋନାରେ ଆଖି ବୁଜିଥିବେବେଳେ ଆଜି ପୁଣି ୪ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା୧୮୦୨ରେ ପହଞ୍ଚିଛି। ସୁନ୍ଦରଗଡରୁ ୨ ଜଣ ରୋଗୀ ଆଖି ବୁଜିଥିବାବେଳେ ପୁରୀ ଓ ମାଲାକାନଗିରିରୁ ଜଣେ ଲେଖାଏ ରୋଗୀ ଆଖି ବୁଜିଛନ୍ତି। Regret to inform the demise of four numbers of Covid positive patients while […]

  • Tuesday, 13 July 2021
coronavirus-1
କରୋନା ତାଲିକାର ଉପରେ ସୁନ୍ଦରଗଡ, ଚିହ୍ନଟ ହେଲେ ୫୨ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୩୫ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୧୯୩ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ୧୪୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜିର ତଥ୍ୟକୁ ମିଶାଇ ରାଜ୍ୟରେଳ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ ହୋଇଥିବାବେଳେ ୩୨୩୧ ଆକ୍ଟିଭ କେସ ରହିଛି। ୩,୧୮,୨୭୮ ସୁସ୍ଥ ହୋଇ ଘରକୁ ଫେରିଲେଣି। ଆଜି ସୁନ୍ଦରଗଡରୁ ସର୍ବାଧିକ ୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରେ ଚିହ୍ନଟ […]

  • Tuesday, 13 July 2021
ganjam
ଗଞ୍ଜାମରେ ୧୦ଟି ଗାଁକୁ କଣ୍ଟେନ୍‌ମେଣ୍ଟ୍ ଓ ୨୨ଟି ଗାଁକୁ ବଫର୍‌ ଜୋନ୍‌ ଭାବେ ଘୋଷଣା

ଖଲ୍ଲିକୋଟ: ବିଭିନ୍ନ ଅସ୍ଥାୟୀ ମେଡିକାଲ୍‌ କ୍ୟାମ୍ପ୍(TMCs)ରେ କାର୍ଯ୍ୟରତ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ଗଞ୍ଜାମରେ ୧୦ଟି ଗାଁକୁ କଣ୍ଟେନ୍‌ମେଣ୍ଟ୍ ଓ ୨୨ଟି ଗାଁକୁ ବଫର୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନTMCs ରେ କାର୍ଯ୍ୟରତ ୧୨ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ପରେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ୍‌ ବାଦପଲ୍ଲୀ ପଞ୍ଚାୟତର ୯ଟି ଗାଁକୁ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଭାବେ ଘୋଷଣା କରାଯାଇଛି। ଏହାସହ ୧୦ଟି ଗାଁ […]

  • Tuesday, 13 July 2021
EXioZwPX0AEaCbf
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷୀୟ ପୁରୁଷ, ୮ ବର୍ଷୀୟ ଝିଅ ଏବଂ ସେମାନେ ଗୋଟିଏ ପରିବାରର ବୋଲି ସୂଚନା ମିଳିଛି।  ଏ ନେଇ ଭୁବନେଶ୍ୱର ମହାନଗର ନିଗମ(BMC) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ସେମାନେ ହୋମ୍ କ୍ୱାରେଣ୍ଟିନରେ ଥିଲେ ଓ ଉଭୟଙ୍କର ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ ହିଷ୍ଟ୍ରି ରହିଛି। ଦିଲ୍ଲୀରୁ ଫେରି ଉଭୟ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। […]

  • Tuesday, 13 July 2021
corona
ସେପ୍ଟେମ୍ବରରେ ଦେଶରେ କରୋନାର ଅନ୍ତ ! ବିଶେଷଜ୍ଞ କଲେ ଏମିତି ଆକଳନ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସ୍ୱାସ୍ଥ୍ୟ ବିଶେଷଜ୍ଞ ଏଭଳି କିଛି ଆକଳନ କରିଛନ୍ତି, ଯାହା କିଛି ମାତ୍ରାରେ ଆଶ୍ୱସ୍ତି ଆଣିଛି। ସେପ୍ଟେମ୍ବର ମଧ୍ୟଭାଗ ବେଳକୁ ଭାରତରେ ମହାମାରୀ କରୋନାର ଅନ୍ତ ଘଟିପାରେ। ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସ୍ୱାସ୍ଥ୍ୟ ବିଶେଷଜ୍ଞ-ଡାକ୍ତର ଅନୀଲ କୁମାର ଓ ରୂପାଲୀ ରୟ ଗାଣିତିକ ଆକଳନ ‘ବେଲି ମଡେଲ୍‌’କୁ ଆଧାର କରି ଏଭଳି କିଛି ଆକଳନ କରିଛନ୍ତି। ସେମାନଙ୍କ ଅଧ୍ୟୟନ ସଂକ୍ରାନ୍ତ ତଥ୍ୟ ଅନ୍‌ଲାଇନ୍‌ ଜର୍ଣ୍ଣାଲ୍‌ […]

  • Tuesday, 13 July 2021
corona
ରାଜ୍ୟରେ କମୁଛି କରୋନା ମୃତ୍ୟୁ ସଂଖ୍ୟା, ଆଖି ବୁଜିଲେ ଆଉ ୪

ଭୁବନେଶ୍ୱର:ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉ ଥିଲେ ହେଁ ସନ୍ତୋଷଜନକ ନୁହେଁ। ତେବେ ମୃତ୍ୟୁ ହାର କମୁଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ରାଜ୍ୟରେ ୧,୭୯୮ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପିରବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ମୃତକମାନେ ବରଗଡ, ଭୁବନେଶ୍ୱର, ମୟୂରଭଞ୍ଜ ଓ ମାଲକାନଗିରିରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ସୂଚନାଥାଉ କି, ଆଜି […]

  • Tuesday, 13 July 2021
coronavirus
ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୮୭ କରୋନା ରୋଗୀ

ଭୁବନେଶ୍ୱର:ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୮୭ କରୋନା ସଂକ୍ରମିତ। ସେମାନଙ୍କ ମଧ୍ୟରୁ ୨୨୦ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୧୬୭ ଲୋକାଲ କେସ୍‌ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୦୨୯ ଛୁଇଁଥିବାବେଳେ ସୁସ୍ଥ ହୋଇଛନ୍ତି ୩,୧୭,୮୭୦ । ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ କେସ୍‌ ଅଛି ୩୩୦୮। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ […]

  • Tuesday, 13 July 2021
corona
ଚାଷୀ ଆନ୍ଦୋଳନ; ସିଂଘୁରେ ମୁତୟନ ୨ ଆଇପିଏସ୍‌ଙ୍କୁ କରୋନା

ନୂଆଦିଲ୍ଲୀ: ଦିଲ୍ଲୀ ସୀମାନ୍ତରେ ଚାଷୀ ଆନ୍ଦୋଳନ ଶୁକ୍ରବାର ୧୬ ଦିନରେ ପହଞ୍ଚିଛି। ନୂଆ କୃଷି ବିଲ୍‌ ପ୍ରତ୍ୟାହାର ଦାବିରେ ଅଡି ବସିଛନ୍ତି ଚାଷୀ। ପଞ୍ଜାବ ସମେତ ଅନେକ ରାଜ୍ୟରୁ ଆସିଥିବା ହଜାର ହଜାର ଶ୍ରମିକ ସିଂଘୁ, ଟିକରୀ, ଚିଲ୍ଲା ଏବଂ ଗାଜିପୁର ସୀମାରେ ଅଟକି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଚଲାଇଛନ୍ତି। ଆନ୍ଦୋଳନକୁ ଦୃଷ୍ଟିରେ ରଖି ବ୍ୟାପକ ଦିଲ୍ଲୀ ପୋଲିସ ମୁତୟନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସିଂଘୁ ସୀମାରେ ମୁତୟନ ୨ ଜଣ ଆଇପିଏସ୍ ଅଫିସର କରୋନା ସଂକ୍ରମିତ […]

  • Tuesday, 13 July 2021
pfizer
ଫାଇଜର ଟିକା ବ୍ୟବହାର ପାଇଁ ମିଳିଲା ଅନୁମତି

ୱାଶିଂଟନ: ଟିକାକରଣ ଉପରେ ଆଉ ପାଦେ ଆଗେଇଲା ଆମେରିକା। ଫାଇଜର ଟିକାର ବ୍ୟବହାର ପାଇଁ ଆମେରିକା ପକ୍ଷରୁ ଜରୁରୀକାଳୀନ ଅନୁମୋଦନ ଦିଆଯାଇଛି। ବୈଜ୍ଞାନିକ ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ନେଇ ଗଠିତ ଆମେରିକାର ଏକ ବିଶେଷଜ୍ଞ କମିଟି ଏହାକୁ ଅନୁମତି ଦେଇଛନ୍ତି। ଆମେରିକା ଫୁଡ୍ ଏଣ୍ଡ ଡ୍ରଗ୍ ଆଡମିନଷ୍ଟ୍ରେସନ FDAର ୧୭ ଜଣ ବିଶେଷଜ୍ଞ ଫାଇଜର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେଇଥିବା ବେଳେ ୪ଜଣ ଏହାକୁ ବିରୋଧ କରିଥିଲେ। ଜଣେ ସଦସ୍ୟ ଅନୁପସ୍ଥିତ ଥିଲେ। ବ୍ରିଟେନ, କାନାଡା, […]

  • Tuesday, 13 July 2021
EW61ZkTXQAAr5Qu (1)
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ବୃଦ୍ଧ ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ଘଟି ସାରିଲାଣି। ଅନ୍ୟପକ୍ଷରେ, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା […]

  • Tuesday, 13 July 2021
91421093_3110305529059371_5797060119829151744_n
ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ୨,୮୫୬ରେ ପହଞ୍ଚିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୬ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ […]

  • Tuesday, 13 July 2021