• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona vaccine
ରାଜ୍ୟରେ ଚିହ୍ନଟ ହେଲେ ୩୮୬ କରୋନା ରୋଗୀ, ଆଖି ବୁଜିଲେ ୫

ଭୁବନେଶ୍ୱର : ରାଜ୍ୟରେ କରୋନା ସ୍ଥିତି ପୂର୍ବପରି ରହିଛି।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୮୬ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ କେସ ୨୨୩ ଥିବାବେଳେ ଲୋକାଲ କେସ ୧୬୩ ରହିଛି। ସେହିପରି ୨୪ ଘଣ୍ଟାରେ ଆଖି ବୁଜିଛନ୍ତି ୫ ଜଣ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ରେ ପହଞ୍ଚିଛି। ଆକ୍ଟିଭ କେସ ୩୪୮୭ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଲେଣି ୩,୧୬,୯୭୦ ଜଣ। ଆଜି ଚିହ୍ନଟ ହୋଇଥିବା […]

  • Tuesday, 13 July 2021
EXjQ3H-WAAAniMw
ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କ୍ୱାରେଣ୍ଟିନ୍ ଅବଧି ବୃଦ୍ଧି

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ପ୍ରବାସୀଙ୍କ ସରକାରୀ କ୍ୱାରେଣ୍ଟିନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏଣିିକି ୭ ଦିନ ବଦଳରେ ୧୪ ଦିନ ପ୍ରବାସୀଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯିବ। ଏ ନେଇ ଜିଲ୍ଲାର ସବୁ ବ୍ଲକ୍‌ର ବିଡିଓଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ୭ ଦିନ ସରକାରୀ କ୍ୱାରେଣ୍ଟିନ୍‌ରେ ରହି ଘରକୁ ଯିବା ପରେ ମଧ୍ୟ କେତେକ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେଉଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ ଦର୍ଶାଇଛନ୍ତି। ଏହାସହ ଗ୍ରାମାଞ୍ଚଳରେ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିବା ପାଇଁ […]

  • Tuesday, 13 July 2021
hari-shukla
ଭାରତୀୟ ବଂଶୋଦ୍ଭବ ହରି ଶୁକ୍ଳାଙ୍କୁ ମିଳିବ ପ୍ରଥମ କରୋନା ଭାକ୍ସିନ

ନୂଆଦିଲ୍ଲୀ: ବ୍ରିଟେନ୍‌ରେ କରୋନା ଟିକା ଫାଇଜର ଲୋକଙ୍କୁ ଦେବା ପାଇଁ ଅନୁମତି ମିଳିବ। ୟୁରୋପର ପ୍ରଥମ ଦେଶ ବ୍ରିଟେନ ଯିଏ କରୋନା ବିରୋଧରେ ଏହି ଯୁଦ୍ଧ ଲଢିବାକୁ ଯାଉଛି। ତେବେ ବ୍ରିଟେନରେ ଫାଇଜର ଟିକା ପ୍ରଥମେ କାହାକୁ ଦିଆଯିବ ଜାଣନ୍ତି ? ପ୍ରଥମ ଟିକେ ନେବେ ଜଣେ  ଭାରତୀୟ ବଂଶୋଦ୍ଭବ। ଭାରତୀୟ ମୂଳ ତଥା ବ୍ରିଟେନ ବାସିନ୍ଦା ହରି ଶୁକ୍ଳା ନେବେ ପ୍ରଥମ କରୋନା ଟିକା । ହରି ଶୁକ୍ଳା ବ୍ରିଟେନ୍‌ର ଟେନରେ ରୁହନ୍ତି। ଲଣ୍ଡନର ଏକ […]

  • Tuesday, 13 July 2021
odisha
ମିଳିଲାନି ଡାକ୍ତରୀ ସେବା, ଅସ୍ଥାୟୀ ମେଡିକାଲ୍‌ କ୍ୟାମ୍ପ୍‌ରେ ଆଖି ବୁଜିଲା ଜ୍ୱରରେ ପୀଡ଼ିତ କୁନି ଝିଅ

ନୂଆପଡ଼ା: ଅସ୍ଥାୟୀ ମେଡିକାଲ୍‌ କ୍ୟାମ୍ପ୍‌(TMC)ରୁ ଏକ ସାଂଘାତିକ ଅଭିଯୋଗ ଆସିଛି। ଜ୍ୱରରେ ପୀଡ଼ିତ ଜଣେ ୭ବର୍ଷର ଝିଅକୁ TMC ଅଧିକାରୀ ହସ୍ପିଟାଲ୍ ନ ପଠାଇବାରୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ୍‌ ଅନ୍ତର୍ଗତ ଚଲାନପଡ଼ା TMCରୁ ଏଭଳି କିଛି ସାଘାଂତିକ ଅଭିଯୋଗ ଆସିଛି। ଖଡିଆଳ ବ୍ଲକ ଝୋଲପଥର ଗାଁର ଏକ ପରିବାରର ୫ ସଦସ୍ୟ ଗତକାଲି ଆନ୍ଧ୍ରପ୍ରଦେଶରୁ ଓଡ଼ିଶା ଫେରିଥିଲେ। ଖଡିଆଳରେ ପହଞ୍ଚିବା ପରେ ସେମାନଙ୍କୁ ଚଲାନପଡା ରାମନାଥ ହାଇସ୍କୁଲରେ ହୋଇଥିବା ଟିଏମ୍‌ସିରେ […]

  • Tuesday, 13 July 2021
coronavirus
ଓଡ଼ିଶାରେ କରୋନା ସ୍ଥିତି; ୬ ଜଣ ଆଖି ବୁଜିଲେ

ଭୁବନେଶ୍ୱର : ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମହାମାରୀ କରେ।ନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬ ଜଣଙ୍କ ପ୍ରାଣ ନେଇଛି କରେ।ନା । ତେବେ ଏ ପର୍ଯ୍ୟନ୍ତ ମେ।ଟରେ ୧୭୮୪ ଜଣଙ୍କ ମୁଣ୍ଡ ନେଇଛି କରେ।ନା । ସୂଚନ। ଓ ଲେ।କସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ କାଲି ପୁରୀରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡ଼ା, ଖୋର୍ଦ୍ଧାରୁ ଜଣେ ଲେଖାଏ […]

  • Tuesday, 13 July 2021
corona
ଦେଶରେ ୨୪ ଘଣ୍ଟାରେ ଆଖି ବୁଜିଲେ ୩୮୫ କରୋନା ରୋଗୀ

ନୂଆଦିଲ୍ଲୀ: ଦେଶରେ କରୋନା ପ୍ରଭାବ ଯଦିଓ କମିଥିବା ଦେଖିବାକୁ ମିଳିଛି ତଥାପି ଭୟ ଦୂର ହୋଇ ନାହିଁ। ଦେଶରେ ବର୍ତ୍ତମାନ ସୁଦ୍ଧା କରୋନା ମୃତ୍ୟୁ୧ ଲକ୍ଷ ୪୦ ହଜାର ୯୫୮କୁ ବୃଦ୍ଧି ପାଇଲାଣି। ଇତିମଧ୍ୟରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୦୩ ହଜାର ୭୭୦ ଟପିଥିବାବେଳେ ଗତ ୨୪ ଘଣ୍ଟାରେ ୨୬,୫୬୭ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।  ସେହିପରି ଗତ ୨୪  ଘଣ୍ଟା ମଧ୍ୟରେ ୩୮୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ  ଆକ୍ଟିଭ ସଂଖ୍ୟା  ୩ ଲକ୍ଷ ୮୩ […]

  • Tuesday, 13 July 2021
92045314_3111362032287054_788538214380994560_n
୧୪ ଜିଲ୍ଲାରୁ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ […]

  • Tuesday, 13 July 2021
odisha
ପଶ୍ଚିମବଙ୍ଗରୁ ଫେରି କ୍ୱାରେଣ୍ଟିନ୍‌ରେ ଗଲେ ୩୭୨ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର: ବାତ୍ୟା ‘ଅମ୍ପନ୍‌’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିବା ପରେ ଓଡ଼ିଶା ଅଗ୍ନିଶମ ବାହିନୀର ୩୭୨ଜଣ ସଦସ୍ୟଙ୍କୁ ୧୪ ଦିନିଆ କ୍ୱାରେଣ୍ଟିନ୍‌ରେ ରଖାଯାଇଛି। କୃପାଜଳ ଇଞ୍ଜିନିୟରିଂ କ୍ୟାମ୍ପସ ଏବଂ ରେଭିନ୍ୟୁ ଅଫିସର୍ସ ଟ୍ରେନିଂ ଇନଷ୍ଟିଚ୍ୟୁଟ୍‌ରେ ହୋଇଥିବା Temporary Medical Camps(TMC)ରେ ଏମାନଙ୍କୁ ରଖାଯାଇଛି। ସମସ୍ତ ସଦସ୍ୟଙ୍କ କୋଭିଡ୍-୧୯ ଟେଷ୍ଟ କରାଯିବ। ବାତ୍ୟା ‘ଅମ୍ପନ୍‌’ରେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟରେ ଓଡ଼ିଶା ଅଗ୍ନିଶମ ବାହିନୀର ୩୭୨ ସଦସ୍ୟ ନିୟୋଜିତ ହୋଇଥିଲେ।  […]

  • Tuesday, 13 July 2021
odisha
ଓଡ଼ିଶାରେ କରୋନା ସଂକ୍ରମଣ ରୋକିବା ପାଇଁ ସପ୍ତାହକୁ ୪୮ ଘଣ୍ଟିଆ ସଟ୍‌ଡାଉନ୍ ଆରମ୍ଭ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ଅର୍ଥାତ୍‌ ୪୮ ଘଣ୍ଟା ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସବୁଠୁ ଅଧିକ କରୋନା ପ୍ରଭାବିତ ହୋଇଥିବା ୧୧ ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍ ଘୋଷଣା ହୋଇଛି। […]

corana
ରାଜ୍ୟରେ ପୁଣି ୭ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୭ ଜଣଙ୍କ ପ୍ରାଣ ନେଇଛି କରେ।ନା । ଏହାକୁ ମିଶାଇ ରାଜ୍ୟରେ  କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭୮ରେ ପହଞ୍ଚିଛି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ପୁରୀ, ବାଲେଶ୍ୱର, ଜଗତ୍‌ସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନାଥାଉ କି, ଗତକାଲି ରାଜ୍ୟରୁ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ଗତ ୨୪ ଘଣ୍ଟା ମଧ୍ୟରେ […]

  • Tuesday, 13 July 2021
corona test
୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୬୮ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ୩୬୮ ଜଣ କରେ।ନା ରୋଗୀ ଚିହ୍ନଟ ହେ।ଇଛନ୍ତି । ସଂଗରେ।ଧ କେନ୍ଦ୍ରରୁ ୨୧୨  ଜଣ ଚିହ୍ନଟ ହେ।ଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୫୬ ଜଣ ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲେ।କ ସମ୍ପର୍କ ବିଭାଗ ସୂଚନା ଦେଇଛି । ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧାରୁ। ଏଠାରୁ ୪୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପଛରେ ରହିଛି ସୁନ୍ଦରଗଡ। ଏଠାରୁ ୪୫ […]

  • Tuesday, 13 July 2021
COVASILD
ଫାଇଜର ପରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଲା କୋଭାସିଲ୍‌ଡ

ନୂଆଦିଲ୍ଲୀ: କୋଭିସିଲ୍‌ଡର ଜରୁରୀକାଳୀନ ବ୍ୟବହାର ପାଇଁ ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ DCGIର ଅନୁମତି ମାଗିଛି । ଫାଇଜର୍ ପରେ କୋଭିସିଲ୍‌ଡ ଏପରି ଜରୁରୀ କାଳୀନ ଅନୁମତି ମାଗିବାରେ ଦ୍ୱିତୀୟ ଟିକା ସଂସ୍ଥା । ଅକ୍ସଫୋର୍ଡ ୟୁନିଭର୍ସିଟି ଓ ବ୍ରିଟେନର ଔଷଧ କମ୍ପାନି ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ କରାଯାଉଥିବା ଏହି ଟିକା ଭାରତରେ ତିଆରି ହେଉଛି । ପୁଣେରେ ଥିବା ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ସଂସ୍ଥା ପକ୍ଷରୁ କୁହାଯାଇଛି, କୋଭିସିଲଡ ସୁରକ୍ଷିତ ଅଟେ ଏବଂ କରୋନା […]

  • Tuesday, 13 July 2021
mask
ମାସ୍କ ବ୍ୟବହାରକୁ ନେଇ WHOର ନୂଆ ଗାଇଡ୍‌ଲାଇନ୍ସ

ନୂଆଦିଲ୍ଲୀ: କୋଭିଡ୍‌ ୧୯ ମୁକାବିଲା ପାଇଁ ମାସ୍କ ବ୍ୟବହାରକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(WHO)  ନୂଆ ଗାଇଡଲାଇନ୍ସ ଜାରି କରିଛି। ଅଧିକ ସଂକ୍ରମିତ ହୋଇଥିବା ସ୍ଥାନରେ ରୋଗୀଙ୍କ ସହ ମେଡିକାଲ୍‌ର ସମସ୍ତ କର୍ମଚାରୀ ମେଡିକାଲ୍ ଗ୍ରେଡ୍‌‌ ମାସ୍କ ପିନ୍ଧିବା ଜରୁରୀ। ମାସ୍କ ବ୍ୟବହାର ଉପରେ WHOର ନୂଆ ଗାଇଡ୍‌ଲାଇନ୍ସ ମେଡିକାଲ୍‌ରେ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀ ମଧ୍ୟ ମେଡିକାଲ୍ ଗ୍ରେଡ୍‌‌ ମାସ୍କ ପିନ୍ଧିବା ଆବଶ୍ୟକ। ଏପରି କି କୋଭିଡ୍ ୧୯ ସଂକ୍ରମଣ ନ ଥିବା ଓ୍ୱାର୍ଡରେ ମଧ୍ୟ […]

  • Tuesday, 13 July 2021
bhubaneswar corona update
କରୋନା ଆକ୍ରାନ୍ତଙ୍କୁ ନେଇ ଭୁବନେଶ୍ୱରରେ ବଢ଼ିଲା ଚିନ୍ତା, ଚିହ୍ନଟ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ହୋମ୍ କ୍ୱାରେଣ୍ଟିନ୍‌ରେ ଥିଲେ ଓ‌ ୬ଟି ଲୋକାଲ୍ କେସ୍ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨ଟି ଲୋକାଲ କେସ୍ ଚିହ୍ନଟ ହୋଇଛି। ଡୁମୁଡୁମା, ସାଲିଆ ସାହିରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଥିବାବେଳେ ଆଇଗିଣିଆ, ଲକ୍ଷ୍ମୀସାଗରରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଛି। […]

  • Tuesday, 13 July 2021
lockdown-1
୧୧ ଜିଲ୍ଲା ସଟ୍‌ଡାଉନ୍‌: ଏହିସବୁ ସେବାକୁ ମିଳିଲା ଅନୁମତି...

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍ ଘୋଷଣା ହୋଇଛି। ଜୁନ୍‌ ୩୦ ଯାଏ ଏହି ନିୟମ ଲାଗୁ ହେବ। ସଟ୍‌ଡାଉନ୍‌ ସମୟରେ […]

  • Tuesday, 13 July 2021
EXioZwPX0AEaCbf
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮କୁ […]

  • Tuesday, 13 July 2021
91421093_3110305529059371_5797060119829151744_n
୨୧ ଜିଲ୍ଲାରୁ ୧୩୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କୋରାପୁଟରୁ ୬ଜଣ, ଖୋର୍ଦ୍ଧାରୁ ୨୨ଜଣ, ଯାଜପୁରରୁ ୩ଜଣ, ପୁରୀ, ରାୟଗଡ଼ା ଓ ଜଗତସିଂହପୁରରୁ ଜଣେ ଲେଖାଏ, ଗଜପତିରୁ ୭ଜଣ, ମୟୂରଭଞ୍ଜରୁ ୨୨ଜଣ, କଟକ ୨୩ଜଣ, ଅନୁଗୁଳରୁ ଜଣେ, ବରଗଡ଼ରୁ ୪ଜଣ, ଢେଙ୍କାନାଳରୁ ୨ଜଣ, ବଲାଙ୍ଗିରରରୁ […]

  • Tuesday, 13 July 2021
EXjQ3H-WAAAniMw
ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ପୂର୍ବରୁ ଚିହ୍ନଟ ହୋଇଥିବା ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସେହିପରି ଅନ୍ୟ ୩ କରୋନା ଆକ୍ରାନ୍ତ ଲୋକାଲ କେସ୍ ହୋଇଥିବା ସୂଚନା। ଏହି ୩ ଆକ୍ରାନ୍ତଙ୍କ ମଧ୍ୟରେ AIIMSର ଜଣେ କର୍ମଚାରୀ ଥିବାବେଳେ ଆଇଗିଣିଆ ଓ ଡୁମୁଡୁମାରୁ ଜଣେ ଲେଖାଏ […]

  • Tuesday, 13 July 2021
EXtOIbPU8AENRU2
ଚିହ୍ନଟ ହେଲେ ଆଉ ୯୦ କରୋନା ଆକ୍ରାନ୍ତ, ୨,୪୭୮ ଛୁଇଁଲା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୯୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୫ଜଣ, ନୟାଗଡ଼ରୁ ୭ଜଣ, ଅନୁଗୁଳ, ବାଲେଶ୍ୱର ଓ କଳାହାଣ୍ଡିରୁ […]

  • Tuesday, 13 July 2021
corona
ଷ୍ଟାଫ ନର୍ସଙ୍କୁ କରୋନା

ନୟାଗଡ଼: କରୋନା ଯୋଦ୍ଧାଙ୍କୁ କରୋନା। ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଜଣେ ଷ୍ଟାଫ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କାର୍ଯ୍ୟରତ ଷ୍ଟାଫ୍‌ ନର୍ସଙ୍କ ସ୍ୱାବ୍ ଟେଷ୍ଟ ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଚିକିତ୍ସା ପାଇଁ ତାଙ୍କୁ କୋଭିଡ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଯେଉଁମାନଙ୍କ ସଂସ୍ପର୍ଶରେ ସମ୍ପୃକ୍ତ ନର୍ସ ଜଣକ ଆସିଛନ୍ତି, ସମସ୍ତଙ୍କୁ ସଙ୍ଗରୋଧରେ ରଖାଯାଇଥିବା ନୟାଗଡ଼ ସିଡିଏମଓ ସୁଧାଂଶୁ ଷଡଙ୍ଗୀ କହିଛନ୍ତି।

  • Tuesday, 13 July 2021
representational image
କ୍ୱାରେଣ୍ଟିନ୍‌ ସେଣ୍ଟରରୁ ପ୍ରବାସୀଙ୍କୁ ନେଲାନି ଆମ୍ବୁଲାନ୍ସ, ଶେଷରେ ଆଖି ବୁଜିଲେ

ସୋର: କ୍ୱାରେଣ୍ଟିନ୍‌ ସେଣ୍ଟରରେ ରହୁଥିବା ଜଣେ ପ୍ରବାସୀଙ୍କ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ଜଳଦା ଗାଁର ବିପିନି ବିହାରି ମଳିକ। ବିପିନ ଗତ କିଛି ବର୍ଷ ଧରି ମୁମ୍ବାଇରେ କାମ କରୁଥିଲେ। ଗତ ୨୭ରେ ବିପିନ ତାଙ୍କ ବଡ ଭାଇଙ୍କ ସହ ମୁମ୍ବାଇରୁ ଫେରିଥିଲେ ଓ ୨୯ରେ ଭଦ୍ରକରେ ପହଞ୍ଚିଥିଲେ। ଭଦ୍ରକରେ ପହଞ୍ଚିବା ପରେ ଭଦ୍ରକ ଷ୍ଟେସନରୁ ସିଧା କ୍ୱାରେଣ୍ଟିନ୍ ସେଣ୍ଟର ଯାଇ ସେଠାରେ ରହିଥିଲେ। […]

  • Tuesday, 13 July 2021
EYSYtydU8AAyYy_
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮୮କୁ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୫୪ ଜଣ […]

  • Tuesday, 13 July 2021
spit
ଏଣିକି ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଗଣିବେ ମୋଟା ଅଙ୍କର ଜରିମାନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାଳ ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଅଧିକ ଜରିମାନା ଗଣିବାକୁ ପଡ଼ିବ। ଯଦି କୌଣସି ବ୍ୟକ୍ତି ଏହି ନିୟମ ଭାଙ୍ଗନ୍ତି ପ୍ରଥମ ଓ ଦ୍ୱିତୀୟ ଥର ପାଇଁ ତାଙ୍କୁ ୫ଶହ ଟଙ୍କା ଜରିମାନା ଦେବାକୁ ପଡ଼ିବ। ସେହିପରି ତୃତୀୟ ଥର ନିୟମ ଭାଙ୍ଗି ଧରାପଡ଼ିଲେ ୧ ହଜାର […]

  • Tuesday, 13 July 2021
shutdown
୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ସଂକ୍ରମଣ ବଢ଼ିଥିବା ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଜୁନ୍‌ ମାସ ପାଇଁ ଏହି ନିୟମ ଲାଗୁ ହୋଇଛି। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସଟ୍‌ଡାଉନ୍‌ ଘୋଷଣା ହୋଇଥିବା ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, […]

COVID-19
ଆଜି କରୋନାରେ ଓଡ଼ିଶାରେ ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ରେ ପହଞ୍ଚିଛି। ବରଗଡ, ବଲାଙ୍ଗୀର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ କରୋନା ରୋଗୀ ଆଖିବୁଜିଥିବା ବେଳେ କଟକ ଓ ଦେବଗଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଛି। […]

  • Tuesday, 13 July 2021