• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona
କରୋନା ନେଇଗଲା ମା’ ସହ ୫ ପୁଅଙ୍କ ଜୀବନ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ମହାମାରୀ ମୃତ୍ୟୁର ତାଣ୍ଡବ ସୃଷ୍ଟି କରିଛି। ଏପରି ପରିସ୍ଥିତିରେ  ଝାଡଖଣ୍ଡରୁ ଆସିଥିବା ଏଇ ଖବର ହୃଦୟକୁ ଥରାଇ ଦେବ। ଏକ ହସଖୁସିର ପରିବାରକୁ କରୋନା ଛାରଖାର କରିଦେଇଛି। କରୋନା ସଂକ୍ରମଣରେ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି। ପ୍ରଥମେ ମା’ଙ୍କର ମୃତ୍ୟୁ ଘଟିଛି।  ଦୁଃଖର କଥା ହେଉଛି, ମା’ଙ୍କ ଶବକୁ କାନ୍ଧ ଦେବା ପାଇଁ କେହି ପୁଅ ଆଉ ନାହାନ୍ତି। ଗୋଟିଏ ପରେ ଗୋଟିଏ ହୋଇ ୫ ପୁଅଙ୍କର ଜୀବନ ନେଇ […]

  • Tuesday, 06 July 2021
coronavirus-odisha
ରଥଯାତ୍ରାରେ ସାମିଲ ୨ ସେବାୟତ କରୋନାରେ ଆକ୍ରାନ୍ତ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରର ୨ ସେବାୟତ କରୋନାରେ ଆକ୍ରାନ୍ତ। ରଥଯାତ୍ରାରେ ସଂପୃକ୍ତ ସେବାୟତଙ୍କର ସ୍ୱାବ୍ ଟେଷ୍ଟ ରିପୋର୍ଟ ଆସିଲା। ୨ ଜଣଙ୍କୁ ଛାଡ଼ି ଅନ୍ୟ ସମସ୍ତ ସେବାୟତଙ୍କର ରିପୋର୍ଟ ନେଗେଟିଭ ଆସିଛି। ରଥଯାତ୍ରାରେ ସଂପୃକ୍ତ ୨୬୩୬ ଜଣ ସେବାୟତଙ୍କର ସ୍ୱାବ୍ ପରୀକ୍ଷା ପୂର୍ବରୁ ହୋଇଥିଲା। ପଜିଟିଭ ବାହାରିଥିବା ୨ ସେବାୟତଙ୍କୁ ଏବେ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯାଇ ଘୋଷଯାତ୍ରା ସମ୍ପର୍କିତ ସମସ୍ତ ରିପୋର୍ଟ କୋର୍ଟରେ ଦାଖଲ ହେବ। […]

  • Tuesday, 06 July 2021
doctor
କରୋନା ମୃତ୍ୟୁ ସଂଖ୍ୟା ଶହେ ଟପିଲା

ଭୁବନେଶ୍ୱର: ମୃତ୍ୟୁ ସଂଖ୍ୟାରେ ଶହେ ପାର କଲା ଓଡ଼ିଶା। ଆଜି ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। କେନ୍ଦ୍ରାପଡ଼ା, କଟକ, ଗଜପତି, ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି। ଆଜି ୬ ମୃତ୍ୟୁ ସହ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଡେଇଁଛି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୩ରେ ପହଞ୍ଚିଛି। ଗତକାଲି ୬ ଜଣଙ୍କ ମୃତ୍ୟୁ ହେବା ପରେ ମୃତ୍ୟୁ ସଂଖ୍ୟା […]

  • Tuesday, 06 July 2021
comunity-spred
ଦେଶରେ ୧୧ ଲକ୍ଷ ଟପିଲା କରୋନା ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁ କମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୭ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୮୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଆଜି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୫୫ ହଜାର ୧୯୧ରେ ପହଞ୍ଚିଛି। ସେହିପରି  କରୋନା ମୃତ୍ୟ  ସଂଖ୍ୟା ୨୮ ହଜାର ୮୪କୁ ବୃଦ୍ଧି ପାଇଛି। ଦେଶରେ ଆକ୍ଟିଭ୍ କେସ୍ ୪,୦୨,୫୨୯ ଥିବାବେଳେ ବର୍ତ୍ତମାନ ସୁଦ୍ଧା  ୭,୨୪,୫୭୭ ଜଣ ସୁସ୍ଥ ହୋଇ […]

  • Tuesday, 06 July 2021
osrtc bus
ଆଜିଠୁ ଗଡ଼ିଲା OSRTC ବସ୍‌

ଭୁବନେଶ୍ୱର: ଆଜିଠୁ ଗଡ଼ିଲା OSRTC(Odisha State Road Transport Corporation) ବସ୍। ୪୩ଟି ରୁଟ୍‌ରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ୧୬ଟି ଡିପୋରୁ ଏହି ସବୁ ବସ୍ ଚଳାଚଳ କରିବା ନେଇ ନିଷ୍ପତ୍ତି ନିଆଯାଇଛି। କିଛି ବସ୍‌ ସକାଳୁ ସକାଳୁ…

  • Tuesday, 06 July 2021
cureeee
୯୫ ବର୍ଷର ବୃଦ୍ଧ କରୋନା ଯୁଦ୍ଧରେ ବିଜୟୀ

ବ୍ରହ୍ମପୁର: କରୋନା ସହ ଯୁଦ୍ଧ କରି ବିଜୟୀ ହୋଇଛନ୍ତି ୯୫ ବର୍ଷୀୟ ବୟସ୍କ। ଗଞ୍ଜାମ ସୋରଡ଼ା ବ୍ଲକ ସାରାବଡ଼ିର ବୟସ୍କ ଉଦୟନାଥ ବିଷୋୟୀ କରୋନାରେ ସଂକ୍ରମିତ ହୋଇଥିଲେ। ବ୍ରହ୍ମପୁର ଟାଟା କୋଭିଡ୍ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ଗତ ୧୮ ତାରିଖରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ ହୋଇଛନ୍ତି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। Udayanath Bisoyi.. age 95 years. From Sarabadi, chakunda village, Surada Block […]

  • Tuesday, 06 July 2021
shutdown
୧୦ ଦିନ ସମ୍ୱଲପୁର ସଟ୍‌ଡାଉନ୍

ସମ୍ବଲପୁର: ୧୦ ଦିନ ପାଇଁ ସଟ୍‌ଡାଉନ୍‌ ହେବ ସମ୍ୱଲପୁର। କାଲିଠୁ ୩୧ ଯାଏ ସମ୍ବଲପୁର ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି। ଏହି ୧୦ ଦିନିଆ ସଟ୍‌ଡାଉନ୍ ୨ ଦଫାରେ ଲାଗୁ ହେବ। ୨୨ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରଥମ ଦଫା ସଟ୍‌ଡାଉନ୍ ହେବ। ୨୬ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ଦଫା ସଟ୍‌ଡାଉନ୍ ହେବ। ଏହି ସମୟରେ ଦୋକାନ […]

  • Tuesday, 06 July 2021
coronavirus
ଭୁବନେଶ୍ୱରରୁ ପୁଣି ଚିହ୍ନଟ ହେଲେ ୨୧ କରୋନା ରୋଗୀ

ଭୁବନେଶ୍ୱର:ଭୁବନେଶ୍ୱରରେ ଆଜି ଚିହ୍ନଟ ହୋଇଛନ୍ତି ଆଉ  ୨୧ କରୋନା ପଜିଟିଭ। ଏମାନଙ୍କ ମଧ୍ୟରୁ ୧୬ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବାବେଳେ ୫ ଲୋକାଲ କଣ୍ଟାକ୍ଟ ବୋଲି ବିଏମସି ପକ୍ଷରୁ କୁହଯାଇଛି। ଲୋକାଲ ୫ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ସତ୍ୟନଗର କାଳୀମନ୍ଦିର ପାଖରୁ ଜଣେ, କୋଳଥିଆରୁ ଜଣେ, ଚନ୍ଦକାର ଏକ ଚକ୍ଷୁ ହସ୍ପିଟାଲରୁ ୨ ଓ ଅନ୍ୟ ଘରୋଇ ହସ୍ପିଟାଲରୁ ଜଣେ। ସେହିପରି କ୍ୱାରେଣ୍ଟିନ୍ କେସ୍ ମଧ୍ୟରୁ ୩ ଆକ୍ରାନ୍ତ ଏକ ଘରୋଇ ହସ୍ପିଟାଲରୁ ଚିହ୍ନଟ ହୋଇଛନ୍ତି। ୨ ଆକ୍ରାନ୍ତ […]

  • Tuesday, 06 July 2021
mask
N95 ମାସ୍କ ବ୍ୟବହାରକୁ ନେଇ କେନ୍ଦ୍ରର କଟକଣା

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାଲଭ୍ ଥିବା N95 ମାସ୍କ ବ୍ୟବହାର ଉପରେ କଟକଣା କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ପ୍ରଫେସର ରାଜୀବ ଗର୍ଗ ସବୁ ରାଜ୍ୟକୁ ଜଣାଇଛନ୍ତି।  ସାଧାରଣ ଲୋକ ଠିକରେ N95 ମାସ୍କ ବ୍ୟବହାର କରୁନାହାନ୍ତି। ଏଥିଯୋଗୁଁ  କରୋନା ସଂକ୍ରମଣ ରୋକିବାକୁ ନିଆଯାଉଥିବା ପଦକ୍ଷେପ ଫଳପ୍ରଦ ହେଉନାହିଁ। ସଂକ୍ରମିତ ଠାରୁ ଭଲଭେଡ୍‌ ଦେଇ ଭୂତାଣୁ ବାହାରିଯିବା ସମ୍ଭାବନା ରହିଛି। ତେଣୁ N95 ବ୍ୟବହାର ନକରି ଘର ତିଆରି କପଡ଼ା ମାସ୍କ ବ୍ୟବହାର ପାଇଁ […]

  • Tuesday, 06 July 2021
corona-testing
କରୋନା ଟେଷ୍ଟ ଓ ପଜିଟିଭ୍ ଘୋଷଣାରେ ତ୍ରୁଟି ଅଭିଯୋଗ ଆଣିଲା ବିଜେପି

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ବେଶ୍ ଗମ୍ଭୀର ରହିଛି। ଏଭଳି ସମୟରେ କରୋନା ଟେଷ୍ଟ ଏବଂ ପଜିଟିଭ୍ ଘୋଷଣାରେ ତ୍ରୁଟି ରହୁଥିବା ଅଭିଯୋଗ କରି ସରକାରଙ୍କୁ ନିଶାନା ସାଧିଛନ୍ତି ବିଜେପି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର। ରାଜ୍ୟ ସରକାର ବେଡ୍‌ର ସଂଖ୍ୟା କମ୍‌ ଥିବାରୁ ପଜିଟିଭି ଏବଂ ନେଗେଟିଭରେ ତାଳମେଳ ରହୁନି ବୋଲି ମଧ୍ୟ ଅଭିଯୋଗ ଆଣିଛନ୍ତି ଭୃଗୁ। ରାଜ୍ୟ ସରକାର ଖାମଖିଆଲି  ଭାବେ ପଜିଟିଭ ନେଗଗେଟିଭ୍ ଦେଖାଯାଉଥିଲେ ସ୍ଥିତି ଭୟାବହ ହେବ ବୋଲି ସେ ଚେତାଇ […]

  • Tuesday, 06 July 2021
coronavurys
କଟକରେ ୩୨ କରୋନା ପଜିଟିଭ୍‌ ଚିହ୍ନଟ

କଟକ: କଟକରେ ଆଜି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୨ ପଜିଟିଭଙ୍କ ମଧ୍ୟରେ ସରକାରୀ କ୍ୱାରେଣ୍ଟିନ ସେଣ୍ଟରରୁ ୫ ଜଣ ଥିବା ବେଳେ, ୨୧ ଜଣ ଥିଲେ ହୋମ୍ କ୍ୱାରେଣ୍ଟିନରେ। ସେହିଭଳି ଜଣେ ପେଡ୍ କ୍ୱାରେଣ୍ଟିନରେ ଥିଲେ ଏବଂ ବାକି ୫ ଜଣ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ଆଜି ୩୨ ପଜିଟିଭଙ୍କୁ ମିଶାଇ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮ରେ ପହଞ୍ଚିଛି।  ୨୨୫ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍ ୧୬୫ […]

  • Tuesday, 06 July 2021
coorna
ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ ୫୮, ଖୋର୍ଦ୍ଧା ୪୬, କୋରାପୁଟ ୪୧, ଯାଜପୁରରୁ ୩୭ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସେହିପରି କେନ୍ଦୁଝର ୧୪, କେନ୍ଦ୍ରାପଡ଼ା ୧୦, ମୟୂରଭଂଜରୁ ୯, ନୟାଗଡ଼ ଓ ସୁନ୍ଦରଗଡ଼ରୁ ୭ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ବରଗଡ଼ରୁ […]

  • Tuesday, 06 July 2021
covid 19 report
ସରକାରୀ ରିପୋର୍ଟ ପଜିଟିଭ୍, ଘରୋଇ ହସ୍ପିଟାଲ୍‌ରେ ନେଗେଟିଭ୍‌; ଘେରିଲେ ବିରୋଧୀ

ଭୁବନେଶ୍ୱର: ସରକାରୀ ରିପୋର୍ଟ ପଜିଟିଭ୍, ଘରୋଇ ହସ୍ପିଟାଲ୍‌ରେ କୋଭିଡ୍ ଟେଷ୍ଟ କଲେ ଆସୁଛି ନେଗେଟିଭ୍। ପୁଣି କେଉଁଠି ଜଣଙ୍କ ନାଁରେ, ଅନ୍ୟ ଜଣଙ୍କୁ କୋଭିଡ୍ ହସ୍ପିଟାଲ୍‌କୁ ନିଆଯିବା ଭଳି ସାଙ୍ଘାତିକ ଅଭିଯୋଗ। କୋଭିଡ୍ ରିପୋର୍ଟରେ ଏଭଳି କିମ୍ଭୁତ କିମାକାର ତ୍ରୁଟିକୁ ନେଇ ସୋସିଆଲ୍ ମିଡିଆରେ ଗୋଟିକ ପରେ ଗୋଟିଏ ଭିଡିଓ ଭାଇରାଲ୍ ହୋଇ ଚାଲିଥିଲା ବେଳେ ଆଜି ଏହାକୁ ପ୍ରସଙ୍ଗ କରି ସରକାରଙ୍କୁ ନିଶାନା କରିଛନ୍ତି ବିରୋଧୀ। ହେଲେ ବିଜେଡି କହିଛି ଯାହା ହେଉଛି ଆଇସିଏମ୍ଆର୍ ଗାଇଡ୍ […]

  • Tuesday, 06 July 2021
doctor
ଡାକ୍ତରଙ୍କ ଅବସର ବୟସ ସୀମା ୬୨ରୁ ୬୫ ବର୍ଷକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର: କୋଭିଡ ପରିସ୍ଥିତିରେ ଡାକ୍ତରଙ୍କ ରହିଛି ଗୁରୁ ଦାୟିତ୍ୱ। ତେଣୁ ତାକୁ ନଜରରେ ରଖି ରାଜ୍ୟରେ ଡାକ୍ତରଙ୍କ ଅବସର ବୟସ ସୀମା ୬୨ରୁ ୬୫ ବର୍ଷକୁ ବୃଦ୍ଧି କରିଛନ୍ତି ସରକାର। OHMS କ୍ୟାଡର ଡାକ୍ତରଙ୍କ ବୟସ ସୀମା ୬୫କୁ ବୃଦ୍ଧି ନେଇ ଆଜି କରୋନା ସମୀକ୍ଷା ବୈଠକରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଖୋର୍ଦ୍ଧା ଓ କଟକ ଜିଲ୍ଲାରେ କୋଭିଡ୍ ପରିଚାଳନାକୁ ଅଧିକ ସୁଦୃଢ଼ କରିବା ଲାଗି ୧୫ କୋଟି ଲେଖାଏଁ ମୋଟ ୩୦ କୋଟି ଟଙ୍କା […]

  • Tuesday, 06 July 2021
paulse
ଆଗାମୀ ୫ ମାସ ଯାଏ ମଗଣାରେ ମିଳିବ ଡାଲି ଓ ଚାଉଳ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ମାସ ପାଇଁ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ମଗଣାରେ ଚାଉଳ ଓ ଡାଲି ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ପ୍ରତ୍ୟକ ହିତାଧିକାରୀଙ୍କୁ ୫ କେଜି ଲେଖାଏଁ ଚାଉଳ ଓ ପ୍ରତି ପରିବାର ପିଛା ଏକ କେଜି ଲେଖାଏଁ ଡାଲି ମାଗଣାରେ ଯୋଗାଇ ଦିଆଯିବ। ଆଜି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ଏପରି ନିଷ୍ପତ୍ତି ନେଇଛନ୍ତି ସରକାର। ପୂର୍ବରୁ ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଘୋଷଣା କରି ସାରିଥିବାବେଳେ […]

  • Tuesday, 06 July 2021
auto
‘ରାତିରେ ଗଡ଼ିବ ୨୨ ଅଟୋ’

ବ୍ରହ୍ମପୁର: ଲକ୍‌ଡାଉନ୍‌ରେ ଲୋକଙ୍କ ସୁବିଧା ପାଇଁ ଅର୍ଥାତ୍‌ ଏହି ସମୟରେ ଲୋକଙ୍କୁ ଜରୁରୀକାଳୀନ ସେବା ପ୍ରଦାନ କରିବା ଲାଗି ୨୨ଟି ଅଟୋ ଚଳାଚଳ କରିବ। ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଅଟୋ ଭଡ଼ା କିଲୋମିଟର ପିଛା ୧୦ ଟଙ୍କା ଧାର୍ଯ୍ୟ କରିଛି ବ୍ରହ୍ମପୁର ମହାନଗର ନିଗମ। କେଉଁ ଅଟୋ ଚାଳକଙ୍କୁ ରାତିରେ ଅଟୋ ଚଲାଇବା ପାଇଁ ଅନୁମତି ମିଳିବ ସେନେଇ ସମ୍ପୃକ୍ତ ୨୨ଟି ଅଟୋ ଡ୍ରାଇଭରଙ୍କ ନାଁ ସହ ସେମାନଙ୍କ ଗାଡ଼ି ନମ୍ବର […]

  • Tuesday, 06 July 2021
corona
ଦିନକରେ ଓଡ଼ିଶାରୁ ଚିହ୍ନଟ ହେଲେ ୧,୦୭୮ ନୂଆ କରୋନା ଆକ୍ରାନ୍ତ‌

ଭୁବନେଶ୍ୱର: ଓଡ଼ିଶାରେ ୧,୦୭୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୦୭୮ ଆକ୍ରାନ୍ତଙ୍କ ମଧ୍ୟରୁ ୭୨୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୫୭ ରହିଛି। ଗଞ୍ଜାମରୁ ସର୍ବାଧିକ ୩୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ ରେ […]

  • Tuesday, 06 July 2021
coronavirus
ଓଡ଼ିଶାରେ କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୫ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମରୁ ୩ ଜଣ, କନ୍ଧମାଳ ଓ ଗଜପତିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ୧,୦୭୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୦୭୮ ଆକ୍ରାନ୍ତଙ୍କ ମଧ୍ୟରୁ ୭୨୧ ଜଣ କ୍ୱାରେଣ୍ଟିନ୍‌ରେ […]

  • Tuesday, 06 July 2021
ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ସଟ୍‌ଡାଉନ୍

ସମ୍ବଲପୁର: ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଆଜିଠୁ ୨୫ ତାରିଖ ଯାଏ ପ୍ରଥମ ଦଫା ଓ ୨୬ ରୁ ୩୧ ତାରିଖ ଯାଏ ଦ୍ୱିତୀୟ ଦଫା ସଟ୍‌ଡାଉନ୍ କରାଯିବ। ସଟ୍‌ଡାଉନ୍‌ରେ ଜିଲ୍ଲା ଭିତରେ ଗମନାଗମନ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ  ରହିବ। ଏଥିସହ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିବ। […]

  • Tuesday, 06 July 2021
Coronavirus in India Latest Updates
ଦିନକରେ ଦେଶରେ ୩୭,୭୨୪ କରୋନା ଆକ୍ରାନ୍ତ ଚିହ୍ନଟ, ୬୪୮ ମୃତ

ନୂଆଦିଲ୍ଲୀ: ସାରା ଦେଶରେ କରୋନାର ପ୍ରକୋପ ଦିନକୁ ଭୟଙ୍କର ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ୩୭,୭୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୮ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୨,୯୧୫ରେ ପହଞ୍ଚିଛି। ସେଥିମଧ୍ୟରୁ ଆକ୍ଟିଭ୍‌ କେସ୍‌-୪,୧୧,୧୩୩, ସୁସ୍ଥ-୭,୫୩,୦୫୦ ଓ ମୃତ୍ୟୁ ସଂଖ୍ୟା-୨୮,୭୩୨। ମହାରାଷ୍ଟ୍ରରେ ୩ ଲକ୍ଷ ୨୭ ହଜାର ୩୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ୧୨ ହଜାର ୨୭୬ରେ […]

  • Tuesday, 06 July 2021
shutdown
ସଟ୍‌ଡାଉନ୍‌ ତାଲିକାରେ ସାମିଲ ହେଲା ଓଡ଼ିଶାର ଆଉ ଏକ ଜିଲ୍ଲା

ରାୟଗଡ଼ା: ସଟ୍‌ଡାଉନ୍‌ ତାଲିକାରେ ସାମିଲ ହେଲା ଓଡ଼ିଶାର ଆଉ ଏକ ଜିଲ୍ଲା। ଆସନ୍ତାକାଲିଠୁ ୨୯ ତାରିଖ ଯାଏ ରାୟଗଡ଼ା ଜିଲ୍ଲାକୁ ସଟ୍‌ଡାଉନ୍‌ ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି। ଗତ ୨୪ ଘଣ୍ଟାରେ ରାୟଗଡ଼ାରୁ ୯୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ପ୍ରଶାସନ ପାଇଁ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮ରେ ପହଞ୍ଚିଛି। ସେଥିମଧ୍ୟରୁ ୧୩୯ଜଣ ସୁସ୍ଥ ହୋଇଥିବା ବେଳେ ୧୯୭ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ […]

  • Tuesday, 06 July 2021
ଭୁବନେଶ୍ୱରରୁ ଚିହ୍ନଟ ହେଲେ ନୂଆ ୯୧ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୯୯

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ କେନ୍ଦ୍ରରୁ ୭୨ ଜଣ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ୍‌ କେସ୍ ୧୯ ରହିଛି। ଏନେଇ ଟ୍ୱିଟ୍  ବିଏମ୍‌ସି ପକ୍ଷରୁ ଯୋଗେ ସୂଚନା ଦିଆଯାଇଛି। ତେବେ ୯୯ଜଣ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୪୩ରେ ପହଞ୍ଚି ଥିବାବେଳେ ୭୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ଆକ୍ଟିଭ କେସ୍‌ ୬୦୬ ରହିଛି। ୧୧ ଜଣଙ୍କ ମୃତ୍ୟୁ ହୋଇଛି।

  • Tuesday, 06 July 2021
coronavirus
ଜଣଙ୍କ ସଂସ୍ପର୍ଶରେ ଆସି ଏତିକି ହେଲେ କରୋନା ସଂକ୍ରମିତ..., ବଢ଼ିଲା ଚିନ୍ତା

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳର ଜଣେ ସୁପର୍‌ ସ୍ପ୍ରେଡରଙ୍କୁ ନେଇ ଚିନ୍ତା ବଢ଼ିଛି। ମଞ୍ଚେଶ୍ୱରରେ ଥିବା ଏକ ଅଟାକଳରେ କାମ କରୁଥିବା ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ୨୬ ଜଣ ଆକ୍ରାନ୍ତ ହୋଇଛନ୍ତି। ଏହି ୨୬ଜଣ ଉକ୍ତ ଅଟାକଳର କର୍ମଚାରୀ ଓ ଏମାନେ ସମସ୍ତେ ପୂର୍ବରୁ ଚିହ୍ନଟ ଅଟାକଳର ଜଣେ କର୍ମଚାରୀଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି।  ଆଜି ମଞ୍ଚେଶ୍ୱରରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରରୁ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

  • Tuesday, 06 July 2021
naveen
ଓଡ଼ିଶାକୁ ଆଗ ମିଳିବ କରୋନା ଟିକା!

ଭୁବନେଶ୍ୱର: କରୋନା ଟିକା ପ୍ରସ୍ତୁତିରେ ସେରମ ଇନଷ୍ଟିଚ୍ୟୁଟର ସଫଳତା ପରେ ସିଇଓ ଆଦର ପୁନାୱାଲାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଭିଡିଓ କନଫରନେସିଂ ମାଧ୍ୟମରେ ଏହି ଆଲୋଚନା ହୋଇଥିଲା। ଟିକା ପ୍ରସ୍ତୁତିରେ ଅଗ୍ରଗତି ନେଇ ମୁଖ୍ୟମନ୍ତ୍ରୀ ପୁନାୱାଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଟିକା ପ୍ରସ୍ତୁତି ପରେ ଅଗ୍ରାଧିକାର ଭିତ୍ତିରେ ଓଡିଶାକୁ ଟିକା ଯୋଗାଇଦେବାକୁ ସେ ତାଙ୍କର ସହଯୋଗ ଲୋଡିଥିଲେ। ଏହାଛଡ଼ା କରୋନା ମୁକାବିଲାରେ ଓଡ଼ିଶାର ପଦକ୍ଷେପକୁ ପୁନାୱାଲା ପ୍ରଶଂସା କରିଛନ୍ତି। Hon'ble Sri @Naveen_Odisha today […]

  • Tuesday, 06 July 2021
sameer
ଚଳିତ ବର୍ଷ ସ୍କୁଲ ସିଲାବସ୍ କମିବ

ଭୁବନେଶ୍ୱର: କରୋନା ଯୋଗୁଁ ଚଳିତ ବର୍ଷ ସ୍କୁଲ ସିଲାବସ୍ କମିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସିଲାବସ୍ ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମତି ମିଳିଥିବା ସେ ସ୍ପଷ୍ଟ କରିଛନ୍ତି। ତେବେ କେତେ ପ୍ରତିଶତ ସିଲାବସ୍ କମିବ ସେନେଇ ପିଲାଙ୍କୁ ଆଗୁଆ ଜଣାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଅନ୍ୟପଟେ କେବେ ସ୍କୁଲ ଖୋଲିବ ତାହା ସ୍ଥିର ହୋଇପାରୁ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। ପ୍ରଥମରୁ ଦଶମ ଶ୍ରେଣୀ […]

  • Tuesday, 06 July 2021