• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

China reports 37 million Covid cases in a day, shattering global record
ଚୀନ୍‌ରେ ତାଣ୍ଡବ ରଚୁଛି କୋଭିଡ ଭୂତାଣୁ: ଦିନକରେ ୧୦ ଲକ୍ଷ ଲୋକ ସଂକ୍ରମିତ

ଚୀନରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସଜାଗ ହୋଇଛନ୍ତି।

corona
କରୋନା ପାଇଁ ସରକାରୀ ଆଲର୍ଟ : ଅକ୍ସିଜେନ୍, ଭେଣ୍ଟିଲେଟର ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଏବେ ଦେଶରେ କୋଭିଡ଼ ସଂକ୍ରମଣ କମ୍ ଥିଲେ ବି ପ୍ରସ୍ତୁତ ରହିବାକୁ ପଡ଼ିବ

RT-PCR tests to be mandatory for international arrivals from these countries
ଆହୁରି କଡ଼ାକଡ଼ି ହେଲା କଟକଣା: ଏହି ୫ ଦେଶରୁ ଭାରତ ଆସିଲେ କରୋନା ଟେଷ୍ଟ ବାଧ୍ୟତାମୂଳକ

ଚୀନ, ଜାପାନ ସମେତ ଅନ୍ୟ କିଛି ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସଜାଗ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍‌ କଟକଣାକୁ ଆହୁରି କଡ଼ାକଡ଼ି କରିଛନ୍ତି।

Politics
କରୋନାର ନୂଆ ଭ୍ୟାରିଆଣ୍ଟକୁ ମାତ୍‌ ଦେବ ବୁଷ୍ଟର ଡୋଜ୍

କରୋନାର ନୂଆ ଭ୍ୟାରିଆଣ୍ଟକୁ ପ୍ରତିହତ କରିପାରିବ ବୁଷ୍ଟର ଡୋଜ୍। ୨୮ ନଭେମ୍ବରରୁ ରାଜ୍ୟରେ ସରକାରୀ ଟୀକାକାରଣ ବନ୍ଦ ଥିବାବେଳେ ଟିକା ଯୋଗାଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ। ତାସହ କହିଛନ୍ତି ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮ କୋଟି ୧୪ ଲକ୍ଷ ଡୋଜ୍ ଟିକା ଦିଆସରିଛି। ଯେଉଁମାନେ ପ୍ରିକସନ ଡୋଜ ନେଇଛନ୍ତି, ସେମାନେ ସୁରକ୍ଷିତ। ଅନ୍ୟ ରାଜ୍ୟମାନଙ୍କ ଅପେକ୍ଷା ଓଡ଼ିଶାରେ ହର୍ଡ ଇମ୍ୟୁନିଟି ଅଧିକ ରହିଛି। ଓଡ଼ିଶାରୁ ଯେତିକି ସାମ୍ପଲ ଜିନମ୍ ସିକ୍ୟେନସିଂ ପାଇଁ ଯାଇଛି, ସେଥିରେ BF.7 ଭ୍ୟାରିଆଣ୍ଟର ପ୍ରମାଣ ମିଳିନାହିଁ।

Covid Advisory
କରୋନାର ନୂଆ ଭ୍ୟାରିଆଣ୍ଟକୁ ମାତ୍‌ ଦେବ ବୁଷ୍ଟର ଡୋଜ୍

ଓଡ଼ିଶାରୁ ଯେତିକି ସାମ୍ପଲ ଜିନମ୍ ସିକ୍ୟେନସିଂ ପାଇଁ ଯାଇଛି, ସେଥିରେ BF.7 ଭ୍ୟାରିଆଣ୍ଟର ପ୍ରମାଣ ମିଳିନାହିଁ।

Covid 19
'ଲକ୍ଷଣ ଦେଖିଲେ ନିଜକୁ ନିଜେ ଆଇସୋଲେଟ୍‌ କର'

କେନ୍ଦ୍ର ଓ ରାଜ୍ୟ ଆଣିଲେ ନୂଆ କୋଭିଡ୍‌ ଆଡଭାଇଜରି।

Centre Approves Nasal Vaccine Against Covid-19
କୋଭିଡ୍‌ ମୁକାବିଲା: ନାଜାଲ୍‌ ଭ୍ୟାକ୍‌ସିନ୍‌କୁ ମିଳିଲା ଅନୁମତି

ଭାରତ ବାୟୋଟେକ୍ ପ୍ରସ୍ତୁତ ନାଜାଲ୍‌ ଭ୍ୟାକ୍‌ସିନ୍‌କୁ ଅନୁମତି ମିଳିଛି। ବୁଷ୍ଟର ଡୋଜ୍ ଭାବେ ନେବାକୁ କେନ୍ଦ୍ର ସରକାରଙ୍କ ଅନୁମତି ପ୍ରଦାନ କରିଛନ୍ତି।

COVID19 Guidelines
ଫିକା ପଡ଼ିବ କି ନୂଆବର୍ଷ ? ଆସିବ କୋଭିଡ୍‌ ଗାଇଡଲାଇନ୍‌ !

ନୂଆବର୍ଷ ଓ ଆସନ୍ତା ପର୍ବପର୍ବାଣୀ ପାଇଁ ଆସିବ ନୂଆ ଗାଇଡ୍‌ଲାଇନ୍

Centre Issues New COVID Guidelines For International Passengers
ପୁଣି ଡରାଇଲାଣି କରୋନା: ବିଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଜାରି ହେଲା ନୂଆ ଗାଇଡ୍‌ଲାଇନ୍ 

କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବିଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍ ଜାରି ହୋଇଛି।

Covid 19
ଚୀନ୍‌ରେ କରୋନାର ସୁନାମି ଦେଖି ଭାରତରେ ଆଲର୍ଟ: ୫ଟି ଲକ୍ଷଣ ଦେଖାଗଲେ ହୋଇଯାଆନ୍ତୁ ସତର୍କ

ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଳନ ବେଳେ ସତର୍କ ରୁହ। ମାସ୍କ ପିନ୍ଧ, ସାମାଜିକ ଦୂରତା ରଖ।

Mansukh Mandaviya
କରୋନାକୁ ନେଇ ସଂସଦରୁ ସତର୍କ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

କେତେକ ଦେଶରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି । ଚୀନ୍ ଓ ଜାପାନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି ।

Masks back in Parliament
ପାର୍ଲାମେଣ୍ଟରେ କରୋନା ପ୍ରଭାବ : ଗୃହକୁ ମାସ୍କ ପିନ୍ଧି ଆସିଲେ ପ୍ରଧାନମନ୍ତ୍ରୀ, ବାଚସ୍ପତି ଓ ଉପରାଷ୍ଟ୍ରପତି

ବଢୁଥିବା କରୋନା ସଂକ୍ରମଣକୁ ଦେଖି ଆଲର୍ଟରେ ଭାରତ, ପାର୍ଲାମେଣ୍ଟରେ ଆଜିଠୁ ବାଧ୍ୟତାମୂଳକ ହେଲା ମାସ୍କ ପରିଧାନ

Covid-19 New Symptoms
ପୁଣି ଫେରିଲା କରୋନା ! ଏହିସବୁ ଲକ୍ଷଣ ଦେଖାଦେଲେ ହୋଇଯାଆନ୍ତୁ ସତର୍କ, ଭୁଲ୍‌ରେ କରନ୍ତୁନି ଅଣଦେଖା...

ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ଖାଲି ବିଶ୍ୱ ନୁହେଁ ଭାରତ ପାଇଁ ମଧ୍ୟ ଚିନ୍ତା ବଢ଼ାଇଛି। ଗତ କିଛିଦିନ ମଧ୍ୟରେ କରୋନା କେସ୍‌ ହ୍ରାସ ପାଇଥିବାରୁ ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା। ହେଲେ ଏବେ ଚୀନ, ଜାପାନ, ଆର୍ଜେଣ୍ଟିନା, ଦକ୍ଷିଣ କୋରିଆ, ଆମେରିକା ଓ ବ୍ରାଜିଲରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।

COVID-19
ବଢିଲା ଟେନସନ୍‌...ଓଡିଶାକୁ ଆସିଲା କରୋନାର ନୂଆ ଭାରିଏଣ୍ଟ !

ବଢିଲା ଚିନ୍ତା। ଓଡିଶାକୁ ଆସିଲା କରୋନାର ନୂଆ ଭାରିଏଣ୍ଟ...ବଡ ଖତରନାକ୍‌ ଏହି ଭାରିଏଣ୍ଟ

New Covid Varriant Found In Odisha
ଓଡ଼ିଶାରେ କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ: ଟେଷ୍ଟିଂ ବେଳେ କୌଣସି ଲକ୍ଷଣ ନଥିଲା, ପରେ ଜଣାପଡ଼ିଲା ଆକ୍ରାନ୍ତ...

ଓଡ଼ିଶାରେ ନୂଆ ଭାରିଏଣ୍ଟ ଚିହ୍ନଟ ହୋଇଛି। ନୂଆ ଭାରିଏଣ୍ଟ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ତଥ୍ୟ ଦେଇଛି। ଆକ୍ରାନ୍ତ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ଜଣେ ମହିଳା।

Covid 19
ଚୀନ୍‌ରେ କୋଭିଡ ସ୍ଥିତି ଭୟଙ୍କର, ଭାରତକୁ ସତର୍କ ଘଣ୍ଟି ! ଓଡ଼ିଶାରେ ବି ଚୀନ୍‌ ଭାଇରସ..

ଚୀନ୍‌ରେ କରୋନାର ବିସ୍ଫୋରଣ ପରେ ସଜାଗ ଭାରତ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଯେଉଁଥିରେ ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ବରିଷ୍ଠ ଅଧିକାରୀଙ୍କ ସହ ଦେଶର କରୋନା ମହାମାରୀ ସ୍ଥିତିର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ସମୀକ୍ଷା ପରେ ମାଣ୍ଡଭିୟ କହିଛନ୍ତି, ବର୍ତ୍ତମାନ କରୋନାର ଭୟବହତା ସମ୍ପୂର୍ଣ୍ଣ ଦୂର ହୋଇନି ।

Covid 19
ଚୀନ୍‌ରେ କୋଭିଡ ସ୍ଥିତି ଭୟଙ୍କର, ଭାରତକୁ ସତର୍କ ଘଣ୍ଟି ! ଓଡ଼ିଶାରେ ବି ଚୀନ୍‌ ଭାଇରସ..

ମାସ୍କ ପିନ୍ଧିବା ସହ ସତର୍କ ରହିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ ।

Coronavirus
ଭାରତକୁ ଫେରିଲା କି କରୋନା ? ଭିଡ଼ ଭିତରେ ମାସ୍କ ପିନ୍ଧିବାକୁ କେନ୍ଦ୍ରର ପରାମର୍ଶ

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଆଡଭାଇଜରୀ ଜାରି ହୋଇଛି ।

corona
ପୁଣି କରୋନା ଆତଙ୍କ ! ଓଡ଼ିଶାରେ ଚୀନ୍ ଭାଇରସ୍‌...

ସଂପ୍ରତି BF.7 ଭାରିଏଣ୍ଟ ଚୀନରେ ଆତଙ୍କ ସୃଷ୍ଟି କରିଛି ।

Coronavirus
ବିଶେଷଜ୍ଞଙ୍କ ଚେତାବନୀ : ଚୀନର ୬୦ ପ୍ରତିଶତ ଲୋକ କରୋନା ସଂକ୍ରମିତ ହେବେ, ଯାଇପାରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ

ମହାମାରୀ ବିଶେଷଜ୍ଞଙ୍କ ଚେତାବନୀ । ପୁଣି ଲକ୍ଷ ଲକ୍ଷ ଲୋକ କରୋନାରେ ଜୀବନ ହରାଇ ପାରନ୍ତି ।

corona virus
ଚୀନରେ ପୁଣି କୋଭିଡ୍ ବିସ୍ଫୋରଣ : ହସ୍ପିଟାଲରେ ରୋଗୀଙ୍କୁ ମିଳୁନି ବେଡ୍

ଚୀନରେ ପୁଣି ହାହାକାର । ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ ।

Covid-19 was man-made virus in Wuhan, claims researcher
ପୁଣି ବିବାଦରେ କରୋନା, ଜୈବିକ ଅସ୍ତ୍ର ଭାବେ ଉହାନ ଲବ୍ରୋଟୋରୀରୁ ବାହାରିଛି ଭାଇରସ୍

ପୂର୍ବରୁ ବିଭିନ୍ନ ଦେଶ ଓ ଭିନ୍ନ ଭିନ୍ନ ବୈଜ୍ଞାନିକ ବହୁବାର ଏଭଳି ଦାବି କରି ଆସୁଥିବା ବେଳେ ଏ ସନ୍ଦେହକୁ ଏବେ ସତ ବୋଲି କହିଛନ୍ତି ଉହାନ ଗବେଷଣା କେନ୍ଦ୍ରରେ ଗବେଷଣା କରୁଥିବା ଆମେରିକୀୟ ବୈଜ୍ଞାନିକ ଆଣ୍ଡ୍ର୍ୟୁ ହଫ୍‌ସ ।

Corona
ପୁଣି ବିବାଦରେ କରୋନା, ଜୈବିକ ଅସ୍ତ୍ର ଭାବେ ଉହାନ ଲବ୍ରୋଟୋରୀରୁ ବାହାରିଛି ଭାଇରସ୍

ପୂର୍ବରୁ ବିଭିନ୍ନ ଦେଶ ଓ ଭିନ୍ନ ଭିନ୍ନ ବୈଜ୍ଞାନିକ ବହୁବାର ଏଭଳି ଦାବି କରି ଆସୁଥିବା ବେଳେ ଏ ସନ୍ଦେହକୁ ଏବେ ସତ ବୋଲି କହିଛନ୍ତି ଉହାନ ଗବେଷଣା କେନ୍ଦ୍ରରେ ଗବେଷଣା କରୁଥିବା ଆମେରିକୀୟ ବୈଜ୍ଞାନିକ  ଆଣ୍ଡ୍ର୍ୟୁ ହଫ୍‌ସ ।

Covid Was Man-Made Virus
'କରୋନା ଭୂତାଣୁକୁ ତିଆରି କରିଛି ମଣିଷ'

ହଫ୍‌ଙ୍କ ଦ୍ୱାରା ଲିଖିତ ପୁସ୍ତକ ଦ ଟ୍ରୁଥ୍ ଏବାଉଟ୍ ଉହାନ ପୁସ୍ତକରେ ଏନେଇ ଉଲ୍ଲେଖ କରିଛନ୍ତି।