ଜୁଲାଇ ୨୧ରେ ଦ୍ୱିତୀୟ ସ୍ପେଶାଲ ଓଜେଇଇ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୧ ତାରିଖରେ ଦ୍ୱିତୀୟ ସ୍ପେଶାଲ ଓଜେଇଇ ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠାରୁ ଆସନ୍ତା ୭ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ।  ବିଟେକ୍, ବିଟେକ୍ ଲାଟେରାଲ୍ ଏଣ୍ଟ୍ରି, ଏମ୍‌ବିଏ, ଏମ୍‌ସିଏ ଏବଂ ଲାଟେରାଲ୍ ଏଣ୍ଟ୍ରି ଏମ୍‌ସିଏ ପାଇଁ ଏହି ପରୀକ୍ଷା ହେବ।

ଓଜେଇଇ ଭଳି ଏହି ପରୀକ୍ଷା ମଧ୍ୟ ସମାନ ଢାଞ୍ଚାରେ ହେବ। ଜୁଲାଇ ୨୧ ତାରିଖ ଦିନ ୧୦ଟାରୁ ୧୧ ପର୍ଯ୍ୟନ୍ତ ଏକ ଘଣ୍ଟା ଏହି ପରୀକ୍ଷା ହେବ। ୧୫ ତାରିଖରୁ ଛାତ୍ରଛାତ୍ରୀ ଆଡମିଟ୍ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ।

ଜୁଲାଇ ୨୫ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ। ତେବେ ଯେଉଁ ଛାତ୍ରଛାତ୍ରୀ ଓଜେଇଇରେ ରାଙ୍କ୍‌ ପାଇଛନ୍ତି ସେମାନେ ଏହି ପରୀକ୍ଷା ଦେବା ‌ଆବଶ୍ୟକ ନାହିଁ ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଛୁଟିରେ ଗଲେ ମୁଖ୍ୟ ସଚିବ ଆଦିତ୍ୟ ପାଢ଼ୀ

ମହିଳାଙ୍କ ପ୍ରତି ହିଂସା ପ୍ରତିବାଦରେ ବୁଧବାର କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ପୁଅ ସହିଦ ହେବାର ୨୦ ବର୍ଷ ପରେ ବି ଶୁଖିନି ମା’ ଆଖିର ଲୁହ

ପାଟକୁରାରେ କାହାର ହେବ ଜିତ୍ : ଆସନ୍ତାକାଲି ଆସିବ ଫଇସଲା

କ୍ରସର ୟୁନିଟ୍ ଉପରେ ଏସ୍‌ଟିଏଫ୍‌ର ରେଡ୍

ଏମିତି ଆମ ଡାକ୍ତରଖାନା: କେଉଁଠି ଡାକ୍ତର ନାହାନ୍ତି ତ କେଉଁଠି ରୋଗୀଙ୍କ ପାଇଁ ବେଡ୍‌ ନାହିଁ

ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଧାରଣା

ବୁଲେଇନେବା ବାହାନାରେ ନାବାଳିକାଙ୍କୁ ଦୁଷ୍କର୍ମ ; ଅଭିଯୁକ୍ତ ଗିରଫ

ପୁରୀର ପ୍ରସିଦ୍ଧ ସିଦ୍ଧମହାବୀର ମନ୍ଦିର ଦାନ ବାକ୍ସରୁ ଲୁଟ୍‌

ଋଣଭାର ଯୋଗୁଁ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ

ଲଘୁଚାପ ହେଲେ ୨୫, ୨୬ରେ ପ୍ରବଳ ବର୍ଷିବ

ଆଶ୍ରୟ ଗୃହରେ ନାବାଳିକା ଯୌନ ନିର୍ଯାତନା ଘଟଣା: ଜେଲ ଗଲେ ନିର୍ଦ୍ଦେଶକ

You might also like