ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ; ବିଜ୍ଞାନରେ ରେଭେନ୍ସା ଆଗରେ

ଭୁବନେଶ୍ୱର: ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଆଜି ପ୍ରକାଶ ପାଇଛି। ୯୦ପ୍ରତିଶତ କଟ୍ ଅଫ୍ ମାର୍କ ସହ ବିଜ୍ଞାନରେ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ ଆଗରେ ରହିଛି।  ସେହିପରି ୮୮. ୬୭% ସହ ଦ୍ୱିତୀୟରେ ଭୁବନେଶ୍ୱରର ବିଜେବି ହାୟର ସେକେଣ୍ଡାରୀ ସ୍କୁଲ ରହିଛି। ୮୭.୬୭% ସହ ତୃତୀୟରେ ବ୍ରହ୍ମପୁରର ସରସ୍ୱତୀ ବିଦ୍ୟାମନ୍ଦିର ରହିଛି।

କଳାରେ ୭୧.୧୭% ସହ ବିଜେବି ହାୟର ସେକେଣ୍ଡାରୀ ସ୍କୁଲ ଆଗରେ ରହିଥିବା ବେଳେ ୭୦.୧୭% କଟ୍ ଅଫ୍ ମାର୍କ ସହ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ ଦ୍ୱିତୀୟରେ ରହିଛି।  କେନ୍ଦୁଝର ଜିଲ୍ଲା ସଇଁକୁଳ ପତିତପାବନ ହାୟର ସେକେଣ୍ଡାରୀ ସ୍କୁଲ ୬୮.୫% ସହ ତୃତୀୟରେ ରହିଛି।

ସେହିପରି ବାଣିଜ୍ୟରେ ୮୦.୬% ସହ ଗଞ୍ଜାମର ଗୋପାଳପୁର ହାୟର ସେକେଣ୍ଡାରୀ ସ୍କୁଲ ପ୍ରଥମରେ ରହିଛି।  ୭୬.୧୭ ପ୍ରତିଶତ କଟ୍ ଅଫ୍ ମାର୍କ ସହ ଢେଙ୍କାନାଳ ଇଭିନିଂ ହାୟର ସେଙ୍କେଣ୍ଡାରୀ ସ୍କୁଲ ଦ୍ୱିତୀୟରେ, ୭୩.୩୩% ସହ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ ତୃତୀୟରେ ରହିଛି।

ଆହୁରି ପଢ଼ନ୍ତୁ

ଛୁଟିରେ ଗଲେ ମୁଖ୍ୟ ସଚିବ ଆଦିତ୍ୟ ପାଢ଼ୀ

ମହିଳାଙ୍କ ପ୍ରତି ହିଂସା ପ୍ରତିବାଦରେ ବୁଧବାର କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ପୁଅ ସହିଦ ହେବାର ୨୦ ବର୍ଷ ପରେ ବି ଶୁଖିନି ମା’ ଆଖିର ଲୁହ

ପାଟକୁରାରେ କାହାର ହେବ ଜିତ୍ : ଆସନ୍ତାକାଲି ଆସିବ ଫଇସଲା

କ୍ରସର ୟୁନିଟ୍ ଉପରେ ଏସ୍‌ଟିଏଫ୍‌ର ରେଡ୍

ଏମିତି ଆମ ଡାକ୍ତରଖାନା: କେଉଁଠି ଡାକ୍ତର ନାହାନ୍ତି ତ କେଉଁଠି ରୋଗୀଙ୍କ ପାଇଁ ବେଡ୍‌ ନାହିଁ

ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଧାରଣା

ବୁଲେଇନେବା ବାହାନାରେ ନାବାଳିକାଙ୍କୁ ଦୁଷ୍କର୍ମ ; ଅଭିଯୁକ୍ତ ଗିରଫ

ପୁରୀର ପ୍ରସିଦ୍ଧ ସିଦ୍ଧମହାବୀର ମନ୍ଦିର ଦାନ ବାକ୍ସରୁ ଲୁଟ୍‌

ଋଣଭାର ଯୋଗୁଁ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ

ଲଘୁଚାପ ହେଲେ ୨୫, ୨୬ରେ ପ୍ରବଳ ବର୍ଷିବ

ଆଶ୍ରୟ ଗୃହରେ ନାବାଳିକା ଯୌନ ନିର୍ଯାତନା ଘଟଣା: ଜେଲ ଗଲେ ନିର୍ଦ୍ଦେଶକ

You might also like