ଡିପ୍ଲୋମା ପରୀକ୍ଷା ସ୍ଥଗିତ, ମେ’ ୨୦ ହେବ

ଭୁବନେଶ୍ୱର  : ରାଜ୍ୟ ବୈଷୟିକ ଶିକ୍ଷା ଓ ଧନ୍ଦାମୂଳକ ପ୍ରଶିକ୍ଷଣ ପରିଷଦ(ଏସସିଟିଇଆଣ୍ଡଭିଟି) ପକ୍ଷରୁ ଆୟୋଜିତ ସମସ୍ତ ପ୍ରକାରର ଡିପ୍ଲୋମା ପରୀକ୍ଷାକୁ ରାଜ୍ୟ ସରକାର ସ୍ଥଗିତ ରଖିଛନ୍ତି। ‘ଫୋନି’ ବାତ୍ୟା ପାଇଁ ପରୀକ୍ଷା ସ୍ଥଗିତ ରଖାଯାଇଛି ଓ ମେ’ ୨୦ତାରିଖରୁ ଏସବୁ ପରୀକ୍ଷା ହେବ ବୋଲି ଆଜି ଏସସିଟିଇଆଣ୍ଡଭିଟି ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରୁ ଜଣାପଡ଼ିଛି।

ସଂଶୋଧିତ ପରୀକ୍ଷା କାର୍ଯ୍ୟସୂଚୀ ଖୁବଶୀଘ୍ର ପ୍ରକାଶ ପାଇବ। ସୂଚନାଯୋଗ୍ୟ, ବିଭିନ୍ନ ସେମିଷ୍ଟାରର ଡିପ୍ଲୋମା ପରୀକ୍ଷା ଚଳିତ ମାସରେ ଅନୁଷ୍ଠିତ ହେବାର କାର୍ଯ୍ୟସୂଚୀ ଥିଲା। ଫୋନି ବାତ୍ୟାକୁ ଦୃଷ୍ଟିରେ ରଖି ପରୀକ୍ଷା ନିୟନ୍ତ୍ରକ ମେ’ ୨,୩ ଓ ୪ତାରିଖରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖିଥିଲେ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like