ଘୁଞ୍ଚିଲା ମାଟ୍ରିକ୍‌ ଖାତାଦେଖା

ଭୁବନେଶ୍ୱର: ଘୁଞ୍ଚିଲା ମାଟ୍ରିକ୍‌ ଖାତାଦେଖା। ମହାବାତ୍ୟା ‘ଅମ୍ପନ୍‌’ ଯୋଗୁ ମାଟ୍ରିକ୍ ଖାତାଦେଖାକୁ ଘୁଞ୍ଚାଇ ଦିଆଯାଇଛି। ଚଳିତ ମାସ ୨୦ ତାରିଖରେ ମାଟ୍ରିକ୍‌ ଖାତାଦେଖା ଆରମ୍ଭ ହୋଇଥାନ୍ତେ। ହେଲେ ଏହା ପରିବର୍ତ୍ତେ ମେ’ ୨୧ରୁ ମାଟ୍ରିିକ୍ ଖାତାଦେଖା ହେବ। ଘରଠୁ ୧୦ କିଲୋମିଟର ଭିତରେ ମାଟ୍ରିକ୍ ଖାତା ଦେଖିବେ ଶିକ୍ଷକ। ୬୦ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ଖାତାର‌ ମୂଲ୍ୟାୟନ ହେବ।

ସେହିପରି +୨ ବାକିଥିବା ପରୀକ୍ଷା ଜୁଲାଇ ୧ରୁ ୧୫ ମଧ୍ୟରେ ସରିବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଡାକ୍ତରଙ୍କ ପୁଅକୁ କରୋନା, ବନ୍ଦ ହେଲା ଓପିଡି

ଘରେ ରହି ଚିକିତ୍ସିତ ହୋଇପାରିବେ କରୋନା ରୋଗୀ

ଭୁବନେଶ୍ୱରରୁ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଚାଷ ନୁହେଁ ଶିଳ୍ପ ପାଇଁ ମହାନଦୀ ପାଣି ବ୍ୟବହାର କରୁଛି ଛତିଶଗଡ଼

ଆବାସ ଯୋଜନା ଯୋଗୁ ବିବାଦ, ଗର୍ଭବତୀଙ୍କୁ ଆକ୍ରମଣ

‘ଡେରିରେ ଅଫିସ୍‌ ଆସିଲେ ଅଫିସରଙ୍କୁ ସରକାରୀ ଗାଡ଼ି ମନା’

କଟକ ସହରରୁ ବାହାରିଲେ ଆଉ ୧୬ କରୋନା ଆକ୍ରାନ୍ତ, ଲୋକାଲ୍‌ କେସ୍ କେବଳ‌ ୮

କଣ୍ଟେନ୍‌ମେଣ୍ଟ ଯୋଗୁ ଆସିଲାନି ଆମ୍ୱୁଲାନ୍ସ, ଚାଲିଗଲା ଶିଶୁର ଜୀବନ

ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ଫୋରେନସିକ୍ ଲ୍ୟାବ୍‌କୁ ପଠାଗଲା ସୁଇସାଇଡ୍‌ ନୋଟ୍

ହସ୍ପିଟାଲ୍‌ରେ ଆଖି ବୁଜିଲେ ସିପାହୀ, ମୃତ୍ୟୁ ପରେ ରିପୋର୍ଟ ଆସିଲା କରୋନା ପଜିଟିଭ୍‌

୨୭ନଂ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ କଲା ସିଏମ୍‌ସି

ସମାନ ନମ୍ବରରେ ଦୁଇଟି ଟଙ୍କା: ନକଲି ନୁହେଁ ଅସଲି

You might also like