ଆଜିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମକୁ ଆଖି ଆଗରେ ରଖି ଆଜି ରାଜ୍ୟର ସବୁ ସ୍କୁଲ ସକାଳୁଆ ଖୋଲିଛି। ସକାଳ ସାଢ଼େ ଛଅଟାରୁ ସ୍କୁଲ ଆରମ୍ଭ ହୋଇ ଦିନ ସାଢ଼େ ୧୦ଟାରେ ଶେଷ କରିବାକୁ ଗଣଶିକ୍ଷା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। କଟକର ସବୁ ସ୍କୁଲ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଛତା ଓ ପାଣି ବୋତଲ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ତା’ସହ ଶିକ୍ଷକମାନଙ୍କୁ ୧୧ଟା ସୁଦ୍ଧା ସ୍କୁଲ ଛାଡିବାକୁ କୁହାଯାଇଛି।

ଗ୍ଲୋବାଲ ୱାମିଂ ଯୋଗୁ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବା ସହ ଅଂଶୁଘାତର ଆଶଙ୍କା ରହିଛି।  ସେଥିପାଇଁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛିା ରାୟଗଡ଼ା ଜିଲ୍ଲା ଗୁଣପୁରରେ ମଧ୍ୟ ଛାତ୍ରଛାତ୍ରୀମାନେ ସକାଳୁଆ ସ୍କୁଲ ଯାଇଥିଲେ। ସକାଳୁ ସ୍କଲ ଆରମ୍ଭ ଯୋଗୁ ଛାତ୍ରଛାତ୍ରୀମାନେ ବେଶ୍ ଖୁସି ଅଛନ୍ତି। ସେହିପରି ନବରଙ୍ଗପୁରରେ ମଧ୍ୟ ଉଭୟ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡିକରେ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like