ଜୁଲାଇ ୨୪ରେ +୩ ଫାଇନାଲ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର: ଜୁଲାଇ ୨୪ରେ +୩ ଫାଇନାଲ ସେମିଷ୍ଟର ଓ ଅଗଷ୍ଟ ୨୦ତାରିଖରେ ପିଜି ଫାଇନାଲ ସେମିଷ୍ଟର ପରୀକ୍ଷା ହେବ। ସରକାରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି।

ସେପ୍ଟେମ୍ବର ଏବଂ ଅକ୍ଟୋବରରେ ଏକକ ପିଜି ପ୍ରବେଶିକା ପରୀକ୍ଷା ହେବ। ନଭେମ୍ବର ମାସରେ ସବୁ ପିଜି କ୍ଲାସ୍‌ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ ଅନ୍‌ଲାଇନ୍‌ ପ୍ରୋଗ୍ରାମ ପାଇଁ ଏକ ସ୍ୱତନ୍ତ୍ର କମିଟି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ।

ସେହିପରି କାଲିଠାରୁ ସବୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ଅଫିସ ଚାଲିବ। ଏକ ତୃତୀୟାଂଶ କର୍ମଚାରୀରେ ଅଫିସ ଚଳାଇବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୫ ଦିନରେ ଥରେ କୁଳପତିମାନଙ୍କୁ ନେଇ ସମୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

You might also like