ବଢ଼ିଲା ଯୁକ୍ତ ଦୁଇ ନାମଲେଖାର ଅବଧି

ପ୍ରଥମ ପର୍ଯ୍ୟାୟ ନାମଲେଖା ୨ ଦିନ ବଢ଼ିଲା

ଭୁବନେଶ୍ୱର : ବଢ଼ିଲା ଯୁକ୍ତ ଦୁଇ ନାମଲେଖାର ଅବଧି। ପ୍ରଥମ ପର୍ଯ୍ୟାୟ ନାମଲେଖାକୁ ଆହୁରି ଦୁଇ ଦିନ ବୃଦ୍ଧି କରାଯାଇଥିବା ସୂଚନା ଦେଇଛନ୍ତି ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଂଜନ ଦାଶ।

ପୂର୍ବରୁ ଜୁଲାଇ ୩ରୁ ୬ ତାରିଖ ଯାଏ ନାମଲେଖା ଧାର୍ଯ୍ୟ ହୋଇଥିଲା। ତେବେ ସର୍ଭରଜନିତ ତ୍ରୁଟି ପାଇଁ ଆହୁରି ୨ ଦିନ ସମୟ ଦେଇଛି ଗଣଶିକ୍ଷା ବିଭାଗ। ୭ ତାରିଖ ଛୁଟି ପଡୁଥିବାରୁ ୮ ଓ ୯ ତାରିଖରେ ମଧ୍ୟ ଛାତ୍ରଛାତ୍ରୀ ନାଁ ଲେଖାଇ ପାରିବେ।

ଆହୁରି ପଢ଼ନ୍ତୁ

ଛୁଟିରେ ଗଲେ ମୁଖ୍ୟ ସଚିବ ଆଦିତ୍ୟ ପାଢ଼ୀ

ମହିଳାଙ୍କ ପ୍ରତି ହିଂସା ପ୍ରତିବାଦରେ ବୁଧବାର କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ପୁଅ ସହିଦ ହେବାର ୨୦ ବର୍ଷ ପରେ ବି ଶୁଖିନି ମା’ ଆଖିର ଲୁହ

ପାଟକୁରାରେ କାହାର ହେବ ଜିତ୍ : ଆସନ୍ତାକାଲି ଆସିବ ଫଇସଲା

କ୍ରସର ୟୁନିଟ୍ ଉପରେ ଏସ୍‌ଟିଏଫ୍‌ର ରେଡ୍

ଏମିତି ଆମ ଡାକ୍ତରଖାନା: କେଉଁଠି ଡାକ୍ତର ନାହାନ୍ତି ତ କେଉଁଠି ରୋଗୀଙ୍କ ପାଇଁ ବେଡ୍‌ ନାହିଁ

ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଧାରଣା

ବୁଲେଇନେବା ବାହାନାରେ ନାବାଳିକାଙ୍କୁ ଦୁଷ୍କର୍ମ ; ଅଭିଯୁକ୍ତ ଗିରଫ

ପୁରୀର ପ୍ରସିଦ୍ଧ ସିଦ୍ଧମହାବୀର ମନ୍ଦିର ଦାନ ବାକ୍ସରୁ ଲୁଟ୍‌

ଋଣଭାର ଯୋଗୁଁ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ

ଲଘୁଚାପ ହେଲେ ୨୫, ୨୬ରେ ପ୍ରବଳ ବର୍ଷିବ

ଆଶ୍ରୟ ଗୃହରେ ନାବାଳିକା ଯୌନ ନିର୍ଯାତନା ଘଟଣା: ଜେଲ ଗଲେ ନିର୍ଦ୍ଦେଶକ

You might also like