+୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର : ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ +୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏଥିରେ ମୋଟ ଛାତ୍ରଛାତ୍ରୀଙ୍କ ପାସ୍ ହାର ୭୪.୮୪% ରହିଛି। କଳାରେ ପାସ୍ ହାର ୮୨.୬୦% ଥିବାବେଳେ ବାଣିଜ୍ୟରେ ୮୭.୩୭% ଓ ବିଜ୍ଞାପନରେ ୬୭.୭୦% କୃତକାର୍ଯ୍ୟ ହୋଇଛନ୍ତି।

ସେହିପରି ଧନ୍ଦାମୂଳକ ଶିକ୍ଷାରେ ୩୫.୭% ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଜୁଲାଇ ୧୮ରୁ ୨୦ତାରିଖ ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାରେ ଫେଲ୍ ହୋଇଥିବା ପିଲାମାନେ ଏହି ଇନଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ।

ଆହୁରି ପଢ଼ନ୍ତୁ

ମହଙ୍ଗା ପଡିଲା ମାଟ୍ରିମନୀରେ ମିଛ ପ୍ରୋଫାଇଲ୍ ଦେଇ ବିବାହ ଉଦ୍ୟମ

ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍ ଖୋଲାଯିବା ପରେ ଶତାଧିକ ଲୋକ ଜଳବନ୍ଦୀ

ଛାତ୍ରଙ୍କୁ ହଷ୍ଟେଲ୍‌ ୱାର୍ଡେନ୍‌ଙ୍କ ନିସ୍ତୁକ ମାଡ଼;  ଭିଡିଓ ଭାଇରାଲ୍

ଯୁବକଙ୍କୁ ଛାତ ଉପରୁ ଠେଲି ମାରିଦେଲେ ଦୁଇ ସାଙ୍ଗ

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପାଢ଼ୀ

ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କଲେ ଅସିତ୍ ତ୍ରିପାଠୀ

ଖୋଲାଗଲା ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍

ଖୋଲିଲା ବାଲିମେଳା ଡ୍ୟାମର  ଦୁଇଟି ଗେଟ୍

ତାଳଚେର ବିଧାୟକଙ୍କ ବାସଭବନରେ ଅଗ୍ନିକାଣ୍ଡ

ସୁନ୍ଦରଗଡ଼ରେ ବନ୍ୟା ପରିସ୍ଥିତି ସଙ୍ଗୀନ, ଜଳକା ଫୁଲୁଛି

ଆରମ୍ଭ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ

ଏନ୍ଆଇଟି ପ୍ରଫେସର ଆତ୍ମହତ୍ୟା ଘଟଣା; ତଦନ୍ତ କରୁଛି ପୋଲିସ୍

You might also like