ବଲିଉଡ୍ ଅଭିନେତା ବିଶାଲ ଆନନ୍ଦଙ୍କର ପରଲୋକ

ମୁମ୍ବାଇ: ଭେଟେରାନ୍ ବଲିଉଡ୍ ଅଭିନେତା ବିଶାଲ ଆନନ୍ଦଙ୍କର ପରଲୋକ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ରବିବାର ଦିନ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ଦେହାନ୍ତରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି।

ବିଶାଲ ଆନନ୍ଦଙ୍କର ପ୍ରକୃତ ନାମ ଭିଶମ୍ କୋହଲି। ସେ ବଲିଉଡରେ ୧୧ଟି ଫିଲ୍ମରେ ଅଭିନୟ କରିଛନ୍ତି। ସୁପରହିଟ୍‌ ଫିଲ୍ମ ‘ଚଲତେ ଚଲତେ’, ‘ସା-ରେ-ଗା-ମା-ପା’ ଏବଂ ‘ଟ୍ୟାକ୍ସି ଡ୍ରାଇଭର୍’ ସମେତ ଅନେକ ଫିଲ୍ମରେ ସେ କାମ କରିଛନ୍ତି। ୧୯୭୩ରେ ରିଲିଜ୍ ହୋଇଥିବା ‘ଚଲତେ ଚଲତେ’ ଫିଲ୍ମକୁ ମଧ୍ୟ ବିଶାଲ୍‌ ପ୍ରଯୋଜନା କରିଥିଲେ। ଏହି ଫିଲ୍ମରେ ତାଙ୍କ ବିପକ୍ଷରେ ଅଭିନେତ୍ରୀ ଭାବେ ସିମ୍ମି ଗରେୱାଲ୍ ଥିଲେ।

ଆଜି ବି ‘ଚଲତେ ଚଲତେ’ର ଫିଲ୍ମର ସବୁ ଗୀତ ଲୋକଙ୍କ ମନରେ ରହିଛି। ବିଶେଷକରି ଫିଲ୍ମର ଟାଇଟଲ୍ ଟ୍ରାକ୍ ବ୍ଲକବଷ୍ଟର ହୋଇଥିଲା। ଏହି ଫିଲ୍ମର ସଂଗୀତ ନିର୍ଦ୍ଦେଶନା ଦେଇଥିଲେ ବାପ୍ପି ଲାହିରି। ଏହାଛଡ଼ା ବିଶାଲ୍ ‘ହିନ୍ଦୁସ୍ତାନ କି କସମ୍’, ‘ଦିଲସେ ଦିଲ୍‌ ମିଲେ’ ଓ ‘କିସମତ୍’ ଫିଲ୍ମରେ ମଧ୍ୟ ଅଭିନୟ କରିଥିଲେ। ସେ କେବଳ ଅଭିନୟ ନଥିଲେ ବରଂ ଜଣେ ନିର୍ଦ୍ଦେଶକ ଓ ପ୍ରଯୋଜକ ମଧ୍ୟ ଥିଲେ।

ଆହୁରି ପଢ଼ନ୍ତୁ

’ପ୍ରି-ୱେଡିଂ ଫେଷ୍ଟିଭିଟିଜ୍’’ ଫଟୋ ଶେୟାର କଲେ ଅଭିନେତ୍ରୀ କାଜଲ

ବିରାଟଙ୍କୁ ଚିୟର କରିବାକୁ ଲାଲ୍‌ ଡ୍ରେସ୍‌ରେ ଷ୍ଟାଡିୟମ୍‌ ପହଞ୍ଚିଲେ ଅନୁଷ୍କା

ନୋରାଙ୍କୁ ପ୍ରେମ ନିବେଦନ କଲେ ଟେରିନ୍ସ!

ଡ୍ରଗ୍ସ କିଣୁଥିବା ବେଳେ ଟିଭି ଅଭିନେତ୍ରୀଙ୍କୁ ଗିରଫ କଲା ଏନ୍‌ସିବି

ନିଆରା ଢଙ୍ଗରେ ଦୁର୍ଗା ପୂଜା ଶୁଭେଚ୍ଛା ଜଣାଇଲେ ଓଲିଉଡ୍‌ ଅଭିନେତ୍ରୀ

ଲାଇଫ୍‌ ପାର୍ଟନର ରୋହନ‌ପ୍ରୀତ୍‌ଙ୍କ ସହ ନେହା, ସୋସିଆଲ ମିଡିଆରେ ଫଟୋ ଓ ଭିଡିଓ ଭାଇରାଲ

ହିମାଂଶଙ୍କ ଠାରୁ ଦୂରେଇ ଯିବାପରେ ଭାଙ୍ଗି ପଡିଥିଲେ ନେହା, ୬ବର୍ଷ ସାନ ରୋହନଙ୍କୁ କଲେ ବିବାହ

ବିବାହ କଲେ ରୋହନ୍‌-ନେହା

ଦୂର୍ଗା ମଣ୍ଡପରେ ସୋନୁଙ୍କ ମୂର୍ତ୍ତି

ନେହାଙ୍କ ଘରେ ବାଜିଲା ୱେଡିଂ ବେଲ୍‌: ମେହେନ୍ଦୀ, ହଳଦୀ ସେରେମୋନି ଫଟୋ ଭାଇରାଲ୍‌

ଫିଲ୍ମ ଅଭିନେତାଙ୍କୁ ହତ୍ୟା ! ସୋଫାରେ ପଡ଼ିଥିଲା ରକ୍ତଭିଜା ମୃତଦେହ

ଏଣିକି ମହାରାଷ୍ଟ୍ରରେ ବିନା ଅନୁମତିରେ ପଶି ପାରିବନି ସିବିଆଇ

You might also like