ପ୍ରଥମ ଥର ପାଇଁ ପାଟ୍ରୋଟିକ୍ ଭୂମିକାରେ ନଜର ଆସିବେ ଅକ୍ଷୟ

ପ୍ରଥମ ଥର ପାଇଁ ପାଟ୍ରୋଟିକ୍ ଭୂମିକାରେ ନଜର ଆସିବେ ଖିଲାଡ଼ି ଷ୍ଟାର। ଐତିହାସିକ ଚରିତ୍ରରେ ହିରୋ ଭୂମିକାରେ ଅଭିନୟ କରିବେ ଅକ୍ଷୟ କୁମାର। ଆଜି ରିଲିଜ୍ ହୋଇଛି ଅକ୍ଷୟଙ୍କ ବହୁ ପ୍ରତୀକ୍ଷିତ ହିନ୍ଦୀ ଫିଲ୍ମ ‘ପୃଥ୍ୱୀରାଜ’ ଟିଜର୍। ଯେଉଁଠି ଅକ୍ଷୟ ପୃଥ୍ୱୀରାଜ ଚୌହାନ୍ ଭୂମିକାରେ ଅଭନୟ କରିଛନ୍ତି ।

ଆଜି ଅକ୍ଷୟଙ୍କ ୫୨ତମ ଜନ୍ମ ଦିନ। ଏହି ଅବସରରେ ‘ପୃଥ୍ୱୀରାଜ’ ଟିଜରକୁ ରିଲିଜ୍ କରିଛନ୍ତି ଖୋଦ୍ ଅକ୍ଷୟ କୁମାର। ତାଙ୍କ ପାଇଁ ଏହି ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ସମ୍ମାନଜନକ ବୋଲି ସେ କହିଛନ୍ତି।

ଫିଲ୍ମରେ ଅକ୍ଷୟଙ୍କ ସହ ମହାରାଣୀ ଭୂମିକାରେ ମାନୁଷୀ ଚିଲର୍ ନଜର ଆସିବେ। ଏହି ଫିଲ୍ମ ଦ୍ୱାରା ପ୍ରାୟ ୧୨ ବର୍ଷ ପରେ ୟଶରାଜ୍ ବ୍ୟାନ୍‌ର ସହ କାମ କରିବେ ଅକ୍ଷୟ।

ଆସନ୍ତା ବର୍ଷ ଦୀପାବଳିରେ ରିଲିଜ ହେବ ଏହି ସିନେମା।

ଆହୁରି ପଢ଼ନ୍ତୁ

ତିରୁପତିରେ ବିବାହ ବାର୍ଷିକୀ ପାଳିଲେ ଦୀପିକା-ରଣବୀର

୧୪୪ କୋଟିରେ ଏମିତି ଘର କିଣିଲେ ପ୍ରିୟଙ୍କା-ନିକ୍‌

ନିର୍ଦ୍ଦେଶକଙ୍କ ସହ ହାତାହାତି ହେଲେ ବଲିଉଡ୍‌ ଖିଲାଡି ଅକ୍ଷୟ କୁମାର, ଭିଡିଓ ଭାଇରାଲ

ଆଇସିୟୁରେ ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକର

ମିସ୍ ଇଣ୍ଡିଆ ଇଣ୍ଟରନ୍ୟାସନାଲ ପ୍ରତିଯୋଗିତାରେ ଓଡିଆ ଝିଅ

ଫ୍ୟାନଙ୍କୁ ଏମିତି ଧନ୍ୟବାଦ ଜଣାଇଲେ ଆୟୁଷ୍ମାନ୍

ବଲିଉଡ୍‌ରେ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍ ଆନନ୍ଦଙ୍କ ଜଲ୍ଓ୍ୱା

ଭୁବନେଶ୍ୱରରେ ବଲିଉଡ୍ ଅଭିନେତ୍ରୀ ଜରିନ୍ ଖାନ୍

ଷ୍ଟେଜ୍‌ରେ ଡାନ୍ସ କରୁଥିବାବେଳେ ତଳେ ପଡ଼ିଗଲେ ନେହା

ଓଡ଼ିଶା କୁଇନ୍‌-୨୦୧୯: ଚୂଡାନ୍ତ ପର୍ଯ୍ୟାୟକୁ ୨୧ ସୁନ୍ଦରୀ ମନୋନୀତ

ଫଟୋଗ୍ରାଫରଙ୍କଠାରୁ ଲୁଚି ଦୌଡ଼ିଲେ ସାରା, ଭିଡିଓ ଭାଇରାଲ

ବନ୍ଦ ହୋଇଯିବ ଦୀପିକାଙ୍କ ଏହି ଶୋ’ !

You might also like