ବଲିଉଡ୍‌ ଅଭିନେତା ଅର୍ଜୁନ କପୁର କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ତଥା ଫିଲ୍ମ ପ୍ରଡ୍ୟୁସର ବୋନି କପୁରଙ୍କ ପୁଅ ଅର୍ଜୁନ କପୁର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସେ ଏହି ସୂଚନା ଦେଇଛନ୍ତି।

ସେ ସୁସ୍ଥ ଅଛନ୍ତି। ଆରୋଗ୍ୟ ହେବା ଯାଏ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିବେ ବୋଲି ଅର୍ଜୁନ କହିଛନ୍ତି। ଡାକ୍ତର ଓ ଅଧିକାରୀଙ୍କ ପରାମର୍ଶ କ୍ରମେ ସେ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିବେ ବୋଲି ସେ କହିଛନ୍ତି।

ଗତ ମେ’ରେ ବୋନି କପୁରଙ୍କ ଜଣେ ଷ୍ଟାଫ୍‌ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ୨୦୧୨ରେ ଅର୍ଜୁନ୍‌ ଫିଲ୍ମ Ishaqzaade’ରୁ ବଲିଉଡ୍‌ରେ ଡେବ୍ୟୁ ଆରମ୍ଭ‌ କରିଥିଲେ। ଏହାପରେ ସେ 2 States, Gunday, Finding Fanny, Half Girlfriend and Mubarakan ଭଳି ଅନେକ ଫିଲ୍ମରେ ଅର୍ଜୁନଙ୍କୁ ଦେଖିବାକୁ ମିଳିଛି।

 

View this post on Instagram

 

🙏🏽

A post shared by Arjun Kapoor (@arjunkapoor) on

ଆହୁରି ପଢ଼ନ୍ତୁ

NCB ରାଡାର୍‌ରେ ବଲିଉଡର୍ ୨୦ରୁ ଅଧିକ ଆଗଧାଡ଼ିର କଳାକାର

ବମ୍ବେ ହାଇକୋର୍ଟରେ ପକ୍ଷ ରଖିଲେ କଙ୍ଗନା

କାହିଁକି ଭଉଣୀ ଆଶାଙ୍କ ସହ ସମ୍ପର୍କ କାଟି ଦେଇଥିଲେ ଲତା ମଙ୍ଗେସକର ?

NCB ଆଗରେ କାନ୍ଦିଲେ ଦୀପିକା

ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌ ମାମଲା: ଦୀପିକା, ସାରାଙ୍କ ସମେତ ଏହିସବୁ ଅଭିନେତ୍ରୀଙ୍କ ଫୋନ୍‌ ସିଜ୍‌

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

ପଞ୍ଚଭୂତରେ ଲୀନ ହେଲେ ସ୍ୱର ସମ୍ରାଟ୍ ଏସ୍‌ପି ବାଲାସୁବ୍ରମଣ୍ୟମ

ସଫେଇ ଦେଲେ କରନ ଜୋହର: ‘କେବେ ଡ୍ରଗ୍ସ ନେଇନାହାନ୍ତି କିମ୍ବା କାହାକୁ ପ୍ରୋତ୍ସାହିତ କରିନାହାନ୍ତି’

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ରିୟାଙ୍କ ସହ ଡ୍ରଗ୍ସ ଚାଟ୍ କଥା ସ୍ୱୀକାର କଲେ ରକୁଲ୍!

You might also like