ମିଥୁନ ଚକ୍ରବର୍ତ୍ତୀଙ୍କ ପିତାଙ୍କ ପରଲୋକ

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ପିତା ବସନ୍ତକୁମାର ଚକ୍ରବର୍ତ୍ତୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା।

ସୂଚନା ଅନୁସାରେ, ବସନ୍ତକୁମାର ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଗତକାଲି ମୁମ୍ବାଇରେ ତାଙ୍କର ଦେହାନ୍ତ ହୋଇଛି।

ଶୁଟିଂ ପାଇଁ ବେଙ୍ଗାଲୁରୁ ଯାଇଥିବା ମିଥୁନ ଲକଡାଉନ ଯୋଗୁ ସେଠାରେ ଫସି ରହିଛନ୍ତି।

ମିଥୁନଙ୍କ ପିତାଙ୍କ ଦେହାନ୍ତ ନେଇ ଜଣାଶୁଣା ବେଙ୍ଗଲୀ ଅଭିନେତ୍ରୀ ଋତୁପର୍ଣ୍ଣା ସେନଗୁପ୍ତା ଟ୍ୱିଟ କରି ସମବେଦନା ଜଣାଇଛନ୍ତି।

ବସନ୍ତକୁମାର Calcutta Telephonesର ପୂର୍ବତନ କର୍ମଚାରୀ ଥିଲେ। ବସନ୍ତକୁମାରଙ୍କ ୪ ଛୁଆଙ୍କ ମଧ୍ୟରୁ ମିଥୁନ ସବୁଠୁ ବଡ଼। ମିଥୁନ ଚକ୍ରବର୍ତ୍ତୀ ମିଥୁନ ଦା ଭାବେ ଜଣାଶୁଣା।

ଆହୁରି ପଢ଼ନ୍ତୁ

ଫିଲ୍ମ ନିର୍ମାତା ନିଶିକାନ୍ତ କାମାତ ଗୁରୁତର; ହସ୍‌ପିଟାଲ୍‌ରେ ଭର୍ତ୍ତି

ପ୍ରଥମଥର ସୁଶାନ୍ତଙ୍କ ପରିବାରକୁ ଇଡିର ପଚରାଉଚୁରା

ପ୍ରସିଦ୍ଧ ଲେଖକ ରାହତ ଇନ୍ଦୋରି କରୋନା ପଜିଟିଭ

ଦିଶା ସାଲିୟାନଙ୍କ ହତ୍ୟା ମାମଲାରେ ନିଜ ନାଁ ଯୋଡ଼ିବାରୁ ଥାନାରେ ମାମଲା ରୁଜୁ କଲେ ସୁରଜ ପଞ୍ଚୋଲି

ସୁଶାନ୍ତ ମୃତ୍ୟୁ ମାମଲା: ରିୟା ଚକ୍ରବର୍ତ୍ତୀଙ୍କ ଅଭିଯୋଗକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ସୁସ୍ଥ ହୋଇ ଘରକୁ ଫେରିଲେ ସଞ୍ଜୟ ଦତ୍ତ

ସୁଶାନ୍ତଙ୍କ ସହ ବାର୍ତ୍ତାଳାପର ହ୍ୱାଟ୍ସଆପ୍‌ ସ୍କ୍ରିନ୍‌ଶଟ୍‌ ଶେଆର୍ କଲେ ରିୟା

‘ଦ୍ୱିତୀୟ ବିବାହ କରିବାରୁ ବାପାଙ୍କ ସହ ସୁଶାନ୍ତଙ୍କ ସମ୍ପର୍କ ଖରାପ ହୋଇଥିଲା’

ED ଜେରା ବେଳେ ଆଉ ଏକ ନମ୍ବର ଲୁଚାଇଥିଲେ ରିୟା

ଭଉଣୀଙ୍କ ନାଁରେ ସୁଶାନ୍ତ ଜମା କରିଥିବା ଫିକ୍ସଡ୍‌ ଡିପୋଜିଟ୍‌ରୁ କୋଟି କୋଟି ଟଙ୍କା ଗାଏବ !

ସୁଶାନ୍ତଙ୍କ ଆସିଷ୍ଟାଣ୍ଟ ଦେଲେ ରିୟାଙ୍କ ବିରୋଧରେ ଚାଞ୍ଚଲ୍ୟକର ତଥ୍ୟ

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ସିବିଆଇ ତଦନ୍ତର ଆବଶ୍ୟକ ନାହିଁ ବୋଲି କହିଲା ମୁମ୍ବାଇ ପୁଲିସ

You might also like