ସେଲିବ୍ରିଟିଙ୍କ ଷ୍ଟାଇଲ୍‌; ପାଖରେ ସବୁବେଳେ ରଖିଥାନ୍ତି ଟୁଥ୍‌ବ୍ରଶ୍‌

ଲସ୍‌ ଏଞ୍ଜେଲସ୍‌ : ବିଭିନ୍ନ ଲୋକଙ୍କର ବିଭିନ୍ନ ପ୍ରକାରର ଅଭ୍ୟାସ ଥାଏ। ତେବେ କିଛି ଲୋକଙ୍କର ଭାରି ଅଜବ ଅଭ୍ୟାସ ଥାଏ। ଏମିତିକି କିଛି ସେଲେବ୍ରିଟିଙ୍କର ମଧ୍ୟ ଅଜବ ଅଭ୍ୟାସ ରହିଛି, ଯାହାକୁ ଶୁଣିଲେ ଆପଣ ନ ହସି ରହିପାରିବେ ନାହିଁ।  ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ହଲିଉଡ୍ ସିଙ୍ଗର୍ ଲିଆମ୍ ଗ୍ୟାଲ୍‌ଗେର୍‌। ସେ ସବୁ ବେଳେ ତାଙ୍କ ପାଖରେ ଟୁଥ୍‌ବ୍ରଶ୍‌ଟିଏ ରଖିଥା’ନ୍ତି। ସେ ନିଜେ ଏ କଥା କହିଛନ୍ତି।

‘ଦ ସନ୍‌’ ଖବର କାଗଜକୁ ଦେଇଥିବା ଏକ ସାକ୍ଷାତକାରରେ ଲିଆମ୍ କହିଛନ୍ତି ଯେ ସେ ସର୍ବଦା ତାଙ୍କ ପାଖରେ ଟୁଥ୍‌ବ୍ରଶ୍‌ ରଖିଥା’ନ୍ତି ଓ ବାରମ୍ୱାର ବ୍ରଶ୍‌ କରିଥା’ନ୍ତି। ଯେତେବେଳେ ବି ତାଙ୍କର ନଜର ଟୁଥ୍‌ବ୍ରଶ୍‌ ଉପରେ ପଡ଼ିଥାଏ, ସେ ବ୍ରଶ୍‌ କରିବା ଆରମ୍ଭ କରିଥା’ନ୍ତି।

ସେ କହିଛନ୍ତି, ‘ମୁଁ ବାହାରକୁ ଗଲେ ଟୁଥ୍‌ବ୍ରଶ୍ ନେଇ ନିଶ୍ଚୟ ଯାଏ। କାରଣ ଯେବେ ବି ମୋର ଫ୍ୟାନ୍‌ମାନେ ମୋ ସହିତ ଫଟୋ ଉଠାଇବେ ଓ ସେତେବେଳେ ମୋ ଦାନ୍ତ ଗୁଡ଼ିକ ପରିଷ୍କାର ଥିବା ଜରୁରୀ।’

ଆହୁରି ପଢ଼ନ୍ତୁ

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ପତ୍ନୀଙ୍କୁ ନିର୍ଦ୍ଦୟ ଭାବେ ପିଟିଲେ ପୋଲିସ ଡିଜି, ଭିଡିଓ ଭାଇରାଲ

EPFO Recruitment 2020: ଖାଲି ପଡ଼ିଥିବା ଏହି ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବଡ ଧରଣର ବିସ୍ଫୋରଣରୁ ଯବାନଙ୍କ ଜୀବନ ବଞ୍ଚାଇଲା ‘ସୋଫିଆ’

ଆକାଶରେ ଉଡୁଥିବାବେଳେ ହଠାତ୍‌ ବିମାନର ଇଞ୍ଜିନ୍‌ ବନ୍ଦ ହୋଇଗଲା; ରତନ ଟାଟା ବଞ୍ଚାଇଲେ ସମସ୍ତଙ୍କ ଜୀବନ

କୃଷି ବିଲକୁ ବିରୋଧ ଜାରି, ଇଣ୍ଡିଆ ଗେଟ୍ ସମ୍ମୁଖରେ ଟ୍ରାକ୍ଟର ପୋଡ଼ିଦେଲେ ଆନ୍ଦୋଳନକାରୀ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

You might also like