ଆଜି ପରଦାକୁ ଆସିବ କମେଡି ଡ୍ରାମା ‘ଟୋଟାଲ ଧମାଲ’

ମୁଖ୍ୟ ରୋଲରେ ଅନିଲ, ମାଧୁରୀ, ଅଜୟ

ବମ୍ବେ: ଆଜି ପରିଦାକୁ ଆସୁଛି ବଲିଉଡର କମେଡି ଡ୍ରାମା ଟୋଟାଲ ଧମାଲ । ଏହି ଫିଲ୍ମରେ ନଜର ଆସିବେ ଅନିଲ କପୁର ଓ ଧକଧକ ଗାର୍ଲ ମାଧୁରୀ ଦୀକ୍ଷିତ ଓ ଅଜୟ ଦେବଗନ। ସେମାନଙ୍କ ବ୍ୟତୀତ ଅର୍ସଦ ଓ୍ୱାର୍ସି,  ରିତେଶ ଦେଶମୁଖ, ଇଶା ଗୁପ୍ତା, ବମନ ଇରାନି ମଧ୍ୟ ଏଥିରେ ପ୍ରମୁଖ ରୋଲ କରିଥିବା ଦେଖିବାକୁ ମିଳିବ। କମେଡି ଡ୍ରାମା ଉପରେ ପର୍ଯ୍ୟବେଷିତ ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଇନ୍ଦ୍ର କୁମାର  ।

ଟଙ୍କା ଓ ସମ୍ପତ୍ତିକୁ ନେଇ କିପରି ପରସ୍ପର ମଧ୍ୟରେ ଟଣାଓଟରା ଚାଲିଛି ତାହା ଏହି ଫିଲ୍ମରେ କମେଡି ମାଧ୍ୟମରେ ଦେଖାଇବାକୁ ଚେଷ୍ଟା କରାଯାଇଛି। ଧମାଲ ସିରିଜରେ ଏହା ଇନ୍ଦ୍ର କୁମାରଙ୍କ ତୃତୀୟ ଫିଲ୍ମ। ଏହି ଫିଲ୍ମରେ ଆମିର ଖାନଙ୍କୁ ମଧ୍ୟ ଦେଖିବାକୁ ମିଳିବ।

ଆହୁରି ପଢ଼ନ୍ତୁ

ପ୍ରଶଂସକ ପଚାରିଲେ ଡ୍ରଗ୍ସ ଅଛି? ଅଭିଷେକ ଦେଲେ ଏମିତି ଉତ୍ତର

‘ବିଗବସ୍ -୧୪’ରେ ସାମିଲ୍‌ ହେବେ ରାଧେ ମା’

ହିରୋଇନ୍‌ଙ୍କ ପରେ ଆସୁଛି ହିରୋଙ୍କ ପାଳି, NCB ହାତରେ ଲାଗିଛି ୪ କୋଡ୍‌ ୱାର୍ଡ

ଯଦି ବାହୁବଳୀ ଷ୍ଟାର ପ୍ରଭାସ ପ୍ରପୋଜ କରନ୍ତି…କ’ଣ ଉତ୍ତର ଦେବେ ପୂଜା ?

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢ଼ିଲା: ସମନ କଲା ପୋଲିସ

ବୟଫ୍ରେଣ୍ଡ୍‌ଙ୍କ ବର୍ଥ ଡେ’ ସେଲିବ୍ରେସନ୍‌ରେ‌ ୨୫ ଲକ୍ଷ ଟଙ୍କା ଖର୍ଚ୍ଚ କଲେ ଅଭିନେତ୍ରୀ ନୟନତାରା !

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ ମାନହାନୀ ମକଦ୍ଦମା ରୁଜୁ କଲେ ଅର୍ବାଜ୍‌ ଖାନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନର ଶୁଣାଣି ଆଜି

NCB ରାଡାର୍‌ରେ ବଲିଉଡର୍ ୨୦ରୁ ଅଧିକ ଆଗଧାଡ଼ିର କଳାକାର

You might also like