ଡ୍ରଗ୍ସ ଲିଙ୍କ୍ ମାମଲାରେ ଦୀପିକା ପାଦୁକୋଣଙ୍କ ନାଁ!

ମୁମ୍ବାଇ: ଡ୍ରଗସ୍ ଲିଙ୍କ୍ ମାମଲାରେ ଅଭିନେତ୍ରୀ ଦୀପିକା ପାଦୁକୋଣଙ୍କ ନାଁ। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଦୀପିକାଙ୍କୁ ଆଜି କିମ୍ବା ଆସନ୍ତକାଲି ହାଜର ହେବାକୁ ଡାକି ପାରେ। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରଣ ହେଉଛି। ଅଭିଯୋଗ ମୁତାବକ, ଦୀପିକା ଏକ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀରେ କାମ କରୁଥିବା କର୍ମଚାରୀ କରିଶ୍ମାଙ୍କ ସହ ସମ୍ପର୍କରେ ଥିଲେ। ତାଙ୍କୁ ଡ୍ରଗ୍ସ ମାଗିଥିବା ଚାଟ୍ ଏବେ ଏନସିବି ହାତରେ ଲାଗିଛି।

ତେବେ ଏଥିରେ ସେ ଇସାରାରେ ଡ୍ରଗ୍ସ ମାଗୁଥିବା ସନ୍ଦେହ କରୁଛି ଏନସିବି। ତେଣୁ ଏଥିଲାଗି ଉଭୟ କରିଶ୍ମା ଏବଂ ଦୀପିକାଙ୍କୁ ଜେରା ହୋଇପାରେ। ବଲିଉଡରେ ଡ୍ରଗ୍ସ ଲିଙ୍କ୍ ମାମଲାରେ ଦୀପିକାଙ୍କ ସମେତ ଶ୍ରଦ୍ଧା କପୁର, ସାରା ଅଲ୍ଲି ଖାନ୍, ରକୁଲ ପ୍ରୀତ ସିଂହ ଓ ଫେସନ୍ ଡିଜାଇନର୍ ସିମୋନ ଖମ୍ବାଟାଙ୍କ ନାଁ ବି ରହିଥିବା ଚର୍ଚ୍ଚା ହେଉଛି।

ତେବେ ଏହି ୪ ଜଣ ସୁଶାନ୍ତଙ୍କ ସହ ବିଭିନ୍ନ ସମୟରେ ଡ୍ରଗ୍ସ ପାର୍ଟିରେ ସାମିଲ ହୋଇଥିବା ଅଭିଯୋଗ ହୋଇଛି। ଅପରପକ୍ଷେ, ସୁଶାନ୍ତଙ୍କ ପୂର୍ବତନ ଟ୍ୟାଲେଣ୍ଟ ମ୍ୟାନେଜର ଜୟା ଶାହ ଓ ମ୍ୟାନେଜର ଶ୍ରୁତି ମୋଦିଙ୍କୁ ପଚରାଉଚରା ପାଇଁ ପୁଣି ଥରେ ସମନ କରିଛି ଏନସିବି।

ଆହୁରି ପଢ଼ନ୍ତୁ

ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୧.୫କୋଟି ଦେଲେ ପ୍ରଭାସ

ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍‌: ଜେରାବେଳେ ସାମ୍ନାକୁ ଆସିଲା ଜଣେ ଅଭିନେତାଙ୍କ ନାଁ

ବାପାଙ୍କ ଥିଏଟରରେ ଶ୍ରମିକ ହୋଇ କାମ କରୁଥିଲେ ଶମି କପୁର, ମାସକୁ ମିଳୁଥିଲା ଏତିକି ଟଙ୍କା

ଜନ୍ମଦିନରେ ଚାଲିଯାଇଥିଲେ ଏହି ହିରୋଙ୍କ ପୂରା ପରିବାର

ଅମିତାଭ ବଚ୍ଚନଙ୍କ ଗୀତରେ କୁନି ଛୁଆର ଜବରଦସ୍ତ ଡ୍ୟାନ୍ସ; ଭିଡିଓ ଭାଇରାଲ

ଫ୍ୟାନ୍ସଙ୍କୁ ନେହାଙ୍କ ସର୍‌ପ୍ରାଇଜ୍‌, ଶେଆର କଲେ ରୋକା ସେରିମୋନି ଭିଡିଓ

ସଞ୍ଜୟ ଦତ୍ତଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ସାମ୍ନାକୁ ଆସିଲା ତଥ୍ୟ, ପରିବାର ଲୋକେ କଲେ ଖୁଲାସା

ଅଭିନୟ କ୍ଷେତ୍ରରେ ପୁଅକୁ ସାହାଯ୍ୟ କରିବାକୁ ମନାକଲେ ଆମିର

ଆର୍ୟ୍ୟନ-ନ୍ୟାସାଙ୍କୁ ନେଇ କାଜଲଙ୍କ ଭବିଷ୍ୟବାଣୀକୁ ନାପସନ୍ଦ କଲେ ଶାହରୁଖ !

ନେହାଙ୍କୁ ପରିବାର ସହ ଭେଟ କରାଇଲେ ରୋହନ୍‌, ଭିଡ଼ିଓ ଶେଆର କଲେ ନେହା

ଦୀପିକା ଜ୍ୟାକଲିନ୍‌ଙ୍କର ରହିଛି ମନରେଗା କାର୍ଡ

ବିବାହ ପରେ ଡିମ୍ପଲ୍‌ଙ୍କ ସହ ସମ୍ପର୍କ ରଖିଥିଲେ ସନ୍ନି: ପତ୍ନୀ ପୂଜା ଦେଇଥିଲେ ଏମିତି ଧମକ

You might also like