ଆଉ ନାହାନ୍ତି ପ୍ରସିଦ୍ଧ ଗାୟକ ଗୁରୁ ଅର୍ଜୁନ ଚରଣ ସାମଲ

ଭୁବନେଶ୍ୱର : ପ୍ରସିଦ୍ଧ ଗାୟକ ଗୁରୁ ଅର୍ଜୁନ ଚରଣ ସାମଲ ଆଉ ଏ ଦୁନିଆରେ ନାହାନ୍ତି। ଆଜି ରାତି ସାଢ଼େ ୮ଟା ବେଳେ ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ଦେହାନ୍ତରେ ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ଓ ଗାୟକମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।

ଗୁରୁ ଶ୍ରୀ ସାମଲ ଓଡ଼ିଆ ସିନେମାରେ ଅନେକ ଲୋକପ୍ରିୟ ଗୀତ ଗାଇଛନ୍ତି। ତାଙ୍କର ସବୁଠାରୁ ଲୋକପ୍ରିୟ ଗୀତଟି ହେଲା ‘ସୁନା ସଂସାର’ ଚଳଚ୍ଚିତ୍ରର ‘ମିଛମାୟା ଭରା ଏ ସାରା ଦୁନିଆ, କେହି ନୁହେଁ ଆପଣାର’ ଶୁଣିଲେ ଆଖି ଛଳଛଳ ହୋଇଯାଏ। ସେହିପରି ‘କଲିକତି ଖେଳନା…’, କିସ ମୁଁ ଲେଖିବି ଗୋଲାପ କଢ଼ି…, ମୁଁ ଯେ କଳିଙ୍ଗର ସେଇ ଶିଳ୍ପୀ…, ନିଦର ଦୋଳିରେ ଝୁଲୁଛି ସହର…, କାଳିଆ ଧନ ତୋ ଲାଗି ଯାଉ ଏ ଜୀବନ… ଏବଂ ଆହୁରି ଶହ ଶହ ଗୀତ ଗାଇ ଶ୍ରୀ ସାମଲ ଓଡ଼ିଆ ଶ୍ରୋତାଙ୍କ ପାଖରେ ଲୋକପ୍ରିୟ ହୋଇପାରିଥିଲେ।

କିଛିଦିନ ଧରେ ଶ୍ରୀ ସାମଲ ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁ ଅସୁସ୍ଥ ରହିବା ପରେ ଆଜି ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି।

ଆହୁରି ପଢ଼ନ୍ତୁ

ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଲା ବେଳେ କାନ୍ଦିଲେ ଶୀତଲ

ପପୁ ପମ୍‌ପମଙ୍କ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ

ସ୍ୱାଧୀନତା ସଂଗ୍ରାମୀଙ୍କ କାହାଣୀ; ଓଡ଼ିଆ ସିନେମା ‘ସହିଦ ରଘୁ ସର୍ଦ୍ଦାର’

ରିଲିଜ୍‌ ପୂର୍ବରୁ ୩୨୦ କୋଟି ଟଙ୍କା ଆୟ କଲାଣି ‘ସାହୋ’

ମିଷ୍ଟର ମଜ୍‌ନୁ ଏବେ ଭାରି ଖୁସି

ଅନୁଷ୍କାଙ୍କୁ ନେଇ ମୁହଁ ଖୋଲିଲେ ପ୍ରଭାସ୍‌

ବିଦ୍ୟାଙ୍କ ଉପରକୁ ହାତ ଉଠାଇଲେ ଅକ୍ଷୟ ଆଉ ବିଦ୍ୟା ଦେଲେ ଏମିତି ଜବାବ୍…ଦେଖନ୍ତୁ ଭିଡିଓ

ମୋ ଭାଇ, ବେଷ୍ଟ ଭାଇ-ରକ୍ଷାବନ୍ଧନରେ ଇବ୍ରାହିମ୍‌ଙ୍କୁ ଏମିତି କହିଲେ ସାରା ଅଲି ଖାନ୍‌

ତୁମେ କାଶ୍ମୀରକୁ ଚାହିଁଥାଅ, ଆମେ କରାଚି ଓ ଲାହୋର ନେଇଯିବୁ-ପାକ୍‌ ଅଭିନେତ୍ରୀ ବୀଣା ମଲ୍ଲିକଙ୍କୁ ଏମିତି ଉତ୍ତର ଦେଲେ ୟୁଜର୍ସ

ଓଡ଼ିଆ ଫିଲ୍ମ ‘ମିଷ୍ଟର ମଜନୁ’ର ଶୁଭ ମହୁରତ

ଦରଦୀ ଜାହ୍ନବୀ.. ଛୋଟ ପିଲାଟିକୁ ଟିପ୍ସ ଦେବା ପାଇଁ ଡ୍ରାଇଭରଙ୍କଠାରୁ ଟଙ୍କା ଧାର ନେଲେ

ଭୋକରେ ଆଉଟୁପାଉଟୁ ହୋଇ ଶେଷରେ ନିଜକୁ ଖାଇଦେଲା !

You might also like